ଏବ୍ରି 9:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ପେଡିର୍ ଡାବ୍ନା ଉପ୍ରେ ପର୍ମେସର୍ ଆଚେ ବଲି ଚିନ୍ ଇସାବେ କେରୁବିନ୍ ବଲି ଡାକ୍ବା ଦୁଇଟା ଡେନା ରଇଲା ଜଁତୁର୍ ମୁର୍ତି ରଇଲା । ତାକର୍ ଉଗାଡିଅଇରଇବା ଡେନା ପେଡିର୍ ଡାବ୍ନା ଉପ୍ରେ ଡାବିଅଇଜାଇରଇଲା । ତାର୍ ଉପ୍ରେ ବନି ଚିଚିଅଇରଇଲା । ଜେନ୍ତାରିକି ଲକ୍ମନର୍ ପାପ୍କେମା ଅଇଜିବାକେ । ମାତର୍ ଏ ଟିକିନିକି ବିସଇ ବୁଜାଇବାକେ ଲଡାନାଇ । အခန်းကိုကြည့်ပါ။ |
ମାତର୍ ଜନ୍ ଆଗ୍କେ ଗଟ୍ବା କାତା ସେମନ୍ କଇରଇଲାଇ, ସେଟା ସେମନର୍ ବଲ୍ପାଇ ନାଇ ମାତର୍ ତମର୍ ବଲ୍ପାଇ ବଲି ପର୍ମେସର୍ ସେମନ୍କେ ଜାନାଇଲା । ଆରି ଏବେ ସେଟା ପୁରାପୁରୁନ୍ ଅଇଲା । କାଇକେବଇଲେ ଜନ୍ ଲକ୍ମନ୍ ତମ୍କେ ସୁବ୍ କବର୍ ଜାନାଇଲାଇ ଆଚତ୍, ତମେ ସେ କାତା ସୁନିଆଚାସ୍ । ସର୍ଗେଅନି ପାଟାଇରଇବା ସୁକଲ୍ଆତ୍ମା ସେମନ୍କେ ବପୁଦେଲା । ଦୁତ୍ମନ୍ ମିସା ଏ ବିସଇ ଜାନ୍ବାକେ ମନ୍ କଲାଇ ।