ଏବ୍ରି 9:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ମାତର୍ ବିତ୍ରର୍ ଜାଗାଇ ବଡ୍ ପୁଜାରିସେ ଜିବାକେ ଅଦିକାର୍ ରଇଲା । ସେ ସିତି ବର୍ସେକ୍କେ ତରେକ୍ ସେ ଜାଇତେରଇଲା । ସେ ନିଜର୍ ପାଇ ଆରି ଲକ୍ମନ୍ ନ ଜାନିକରି କରିରଇବା ପାପ୍ ପାଇ ବନି ନେଇକରି ଜଦି ନ ପୁର୍ଲେ ସେ ଜାଇନାପାର୍ତେ ରଇଲା । အခန်းကိုကြည့်ပါ။ |