ଏବ୍ରି 9:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ଏ ସବୁ ବିସଇର୍ଲାଗି ସୁକଲ୍ ଆତ୍ମା ଜାନାଇଲାନି ଜେ, ପର୍ମେସରର୍ ଅଦିକ୍ ସୁକଲ୍ ଜାଗାଇ ପୁର୍ବାକେ ଲକ୍ମନ୍କେ ଅଦିକାର୍ ନ ରଇଲା । କାଇକେବଇଲେ ସୁକଲ୍ ଜାଗା ଆରି ଅଦିକ୍ ସୁକଲ୍ ଜାଗା ବିସଇନେଇ ରଇବା ଆଗ୍ତୁର୍ ଆଦେସ୍ ସବୁ ଲକ୍ମନ୍ ମାନିଆଇତେ ରଇଲାଇ । အခန်းကိုကြည့်ပါ။ |