ଜାକୁବ 1:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ମୁଇ ଜାକୁବ ମାପ୍ରୁ ଜିସୁକିରିସ୍ଟ ଆରି ବାବା ପର୍ମେସରର୍ ଗଟେକ୍ ଗତିଦାଙ୍ଗ୍ଡା । ଗୁଲାଇ ଜଗତେ ଚିନ୍ଚତର୍ ଅଇଜାଇରଇବା ପର୍ମେସରର୍ ବାର୍ଟା କୁଟୁମର୍ ଲକ୍ମନ୍କେ ମୁଇ ଜୁଆର୍ ଜାନାଇକରି ଏ ଚିଟି ଲେକ୍ଲିନି । အခန်းကိုကြည့်ပါ။ |
ନେତା ଇସାବେ ଏଜାଇଅଇରଇବା ଜାକୁବ୍, ପିତର୍ ଆରି ଜଅନ୍, ଉଁ ବଲି ମାନି ଅଇରଇଲାଇ ଜେ, ପରମେସର୍ ମକେ ଏ ମୁକିଅ କାମର୍ ଦାଇତ୍ ଦେଲାଆଚେ । ସେଟାର୍ ପାଇ ସେମନ୍ ମକେ ଆରି ବର୍ନବାକେ, ଆମେ ମିସିକରି କାମ୍ କରୁବଲି ଗଟେକ୍ ଚିନ୍ ଇସାବେ ଆତ୍ ମିଲାଇଲାଇ । ବର୍ନବା ଆରି ମୁଇ ଜିଉଦି ନଇଲା ଲକ୍ମନର୍ ବିତ୍ରେ ଆରି ସେମନ୍ ଜିଉଦିମନର୍ ବିତ୍ରେ କାମ୍ କର୍ବୁ ବଲି ରାଜି ଅଇରଇଲୁ ।
ମୁଇ ପାଉଲ୍, ଏ ଚିଟି ଲେକ୍ଲିନି । ମୁଇ ପର୍ମେସର୍କେ ସେବାକରି ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇଆଚି । ଜନ୍ ଲକ୍ମନ୍କେ ତାର୍ଟାନେ ଡାଟ୍ ସଙ୍ଗ୍ ବିସ୍ବାସ୍ କର୍ବାକେ ପର୍ମେସର୍ ବାଚ୍ଲା ଆଚେ, ଆରି ସେମନ୍ ଜେନ୍ତିକି ଜିସୁକିରିସ୍ଟର୍ ନିକ ସିକିଆ ବୁଜ୍ବାଇ, ସେନ୍ତାରି ଲକ୍ମନ୍କେ ସାଇଜ କର୍ବାକେ ମୁଇ ବାଚିଅଇଆଚି । ଏ ସିକିଆ ନିକସଙ୍ଗ୍ ଜାନ୍ଲେ, ପର୍ମେସର୍କେ ସାର୍ଦା କରାଇବା ପାରା ଚଲାଚଲ୍ତି କର୍ବାକେ ସେମନ୍ ସିକ୍ବାଇ ।
ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।