11 ଜେନ୍ତି କି ବେଲ୍ ଉଦିକରି ବେସି ତାତିକଲେ ଗାଁସ୍ ସୁକିଜାଇସି, ତାର୍ ପୁଲ୍ ଜଡିଜାଇସି ଆରି ତାର୍ ବାନିମୁର୍ତି ନସି ଜାଇସି । ସେନ୍ତାରିସେ, ସାଉକାର୍ ଲକ୍ମନ୍ କାମ୍ କରି କରି ମରିଜିବାଇ ।
ମାତର୍ ଗାଜାର୍ ଚେର୍ ବିତ୍ରେ ଜାଏ ନାଇଜେ, କାରା କଲାକେ ସେଟା ସୁକିଗାଲା ।
“ସଞ୍ଜୁଆ ପାଁଚ୍ଟା ବେଲେ କାମ୍ ଆରାମ୍ କଲା କୁଲିଆର୍ମନ୍ ଏକାଇ ଗଟେକ୍ ଗଁଟାସେ କାମ୍ କଲାଇ ଆଚତ୍ । ଆମେ ଟାଇ ଟାଇ କାରାଇ, ଦିନ୍ଜାକ କଟ୍ଲୁ, ଏଲେ ମିସା ବୁତି ଦେବା ବେଲେ ଆମ୍କେ ମିସା ସେମନର୍ ସଙ୍ଗ୍ ସମାନ୍ କରିଦେଲାସ୍ ।”
ଆଜି ପଦାଇ ରଇଲା ଗାଁସ୍ କାଲିକେ ନ ମିସା ରଏ । କାଟିକରି ଜଇଟାନେ ପଡାଇଦେବାଇ । ଏଲେମିସା ତାକେ ପର୍ମେସର୍ ଏନ୍ତି ସୁନ୍ଦର୍ ବେସ୍ ଦେଇସି, ତେବେ ଏ ଅଲପ୍ ବିସ୍ବାସିମନ୍, ସେ ବାଇଦରେ ତମ୍କେ ଅଦିକ୍ ନିମାନ୍ ବସ୍ତର୍ ନ ଦେଏ କି ? ଦେଇସିସେ ।
ମାତର୍ ବେଲ୍ ଉଦ୍ଲାକେ ଗାଜା ଅଇଲାଟା ପଡି ମସ୍ରିଗାଲା, ଆରି ଚେର୍ ବେଦି ନ ରଇଲାଜେ ସୁକିଗାଲା ।
ଜନ୍ ଲକ୍ମନ୍ ଜଗତର୍ ଜିନିସ୍ ନେଇ ବେବାର୍ପାନି କଲାଇନି, ସେମନ୍ ସବୁବେଲେ ସେ ବିସଇ ଚିନ୍ତା ନ କଲା ଲକର୍ ପାରା ରଅତ୍ । କାଇକେବଇଲେ ଜନ୍ ଜଗତେ ଆମେ ଆଚୁ, ସେ ଜଗତର୍ ସବୁ ଜିନିସ୍ ବୁଡିଜାଇସି ।
ସେଟାର୍ପାଇ ପର୍ମେସର୍ ତାର୍ ଲକ୍ମନର୍ପାଇ ଜେତ୍କି ସବୁ ଆସିର୍ବାଦ୍ ସର୍ଗେ ଜତନ୍ କରି ସଙ୍ଗଇଆଚେ, ସେଟା ସବୁ ଆମର୍ ଅଇସି ବଲି ଆସାକଲୁନି । ତେଇ ସେଟା ନ ନସେ କି ଚିଲମ୍ ନ ଦାରେ କି ଉନା ମିସା ନ ଅଏ ।
ଆରି ଜେଡେବେଲେ ଜିସୁକିରିସ୍ଟ ଜେ କି ସବୁ ବିସ୍ବାସିମନର୍ ବଡ୍ ନେତା ଦେକାଇ ଅଇସି, ଉଜଲ୍ ଉନା ନ ଅଇବା ଡାକ୍ପୁଟାର୍ ପୁରୁସ୍କାର୍ ତମ୍କେ ଦେଇସି ।