ଜାକୁବ 1:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ଜନ୍ ଲକ୍ମନ୍ ପରିକା ଆଇଲେ ମିସା ମୁର୍ଚି କରି ରଇବାଇ, ସେମନ୍ କେଡେକ୍ ନିକ କରମର୍ ଲକ୍ । କାଇକେବଇଲେ ସେ ସବୁ ପରିକାଇ ସେମନ୍ ଡାଁଟ୍ ସଙ୍ଗ୍ ଟିଆଅଇଲାପଚେ, ପୁରୁସ୍କାର୍ ପାଇବାଇ । ପର୍ମେସର୍ ତାର୍ ନିଜର୍ ଲକ୍ମନ୍କେ ଜନ୍ ଜିବନର୍ ମୁକୁଟ୍ ଦେବାକେ ସପତ୍ କଲାଆଚେ, ସେମନ୍ ସେଟା ପୁରୁସ୍କାର୍ ଇସାବେ ମିଲାଇବାଇ । အခန်းကိုကြည့်ပါ။ |
ଏବେ ସର୍ଗେ ମର୍ପାଇ ଜିତ୍ଲା ମୁକୁଟ୍ ସଙ୍ଗଇଆଚେ । ଏ ମୁକୁଟ୍ ପର୍ମେସରର୍ ମୁଆଟେ ମୁଇ ଦରମ୍ ସଙ୍ଗ୍ ଚଲାଚଲ୍ତି କଲାର୍ପାଇ ଆଚେ । ମାପ୍ରୁ ଜେ କି କାକେ ଅନିଆଇ ନ କରି ବିଚାର୍ କର୍ସି, ତାର୍ ବିଚାର୍ନା ଦିନେ ସେ ମୁକୁଟ୍ ମକେ ପୁରୁସ୍କାର୍ ଇସାବେ ଦେଇସି । ସେଟା ଅବ୍କା ମର୍ପାଇ ନାଇ, ମାତର୍ ଜେତ୍କି ଲକ୍ ସେ ବାଉଡି ଆଇବାଟା ଜାଗିଆଚତ୍, ସେମନ୍କେ ସବୁକେ ଦେଇସି ।
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।