15 ତାର୍ପଚେ ତାର୍ କାରାପ୍ ଗୁନ୍ଚଲନେଅନି ପାପ୍ ବାରଇସି । ଆରି ପାପ୍ ଅଦିକ୍ ଅଦିକ୍ ବଡିଜାଇକରି ମରନ୍ ଆଇସି ।
ଜିସୁର୍ ବାର୍ଟା ସିସ୍ମନର୍ ବିତ୍ରେଅନି ଇସ୍କାରିୟତ୍ ଜିଉଦା ନାଉଁର୍ ଗଟେକ୍ ସିସ୍ ମୁକିଅ ପୁଜାରିମନର୍ ଲଗେ ଜାଇ ପାଚାର୍ଲା ।
ମାତର୍ ମୁଇ ତମ୍କେ କଇଲିନି, ଜେ ମିସା ବିନ୍ ମାଇଜିକେ ବେସିଆକାମ୍ ଇସାବେ ଆଁକି ଦେକ୍ସି, ସେ ତାର୍ ସଙ୍ଗ୍ ମନେ ମନେ ବେସିଆ କାମର୍ ଅପ୍ରାଦ୍ କଲାଆଚେ ।
ମାତର୍ ଗଟେକ୍ ଲକର୍ କରାପ୍ ଗୁନ୍ଚଲନ୍ ତାକେ ପରିକା କରାଇ ଅଇବାକେ ଡାକିନେଇସି ।
ତାର୍ ସତ୍ ବାକିଅ ଆମ୍କେ ଜାନାଇକରି ତାର୍ତେଇଅନି ଆମ୍କେ ଜିବନ୍ ଦେବାକେ ସେ ମନ୍ କଲା । ଜେତ୍କି ସବୁ ବିସଇ ସେ ତିଆର୍କଲା ମିସା ଆମେ ଅବ୍କା ତାର୍ପାଇସେ ଅଇବାକେ ସେ ମନ୍ କଲା ।