ଜାକୁବ 1:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ଏ ମର୍ ଆଲାଦର୍ ବାଇବଇନିମନ୍, ତମେ ନାଡାଇଉଆ ନାଇ । အခန်းကိုကြည့်ပါ။ |
କେ ମିସା ନିଜର୍ ଚାଲାକିକରି ପର୍ମେସରର୍ ବିସଇ ତିଆର୍କରି ରଇବାଟା ସଙ୍ଗ୍ ତମ୍କେ ପାନ୍ଦେ ନ ଲାଗାଅତ୍, ସେଟାର୍ପାଇ ଜାଗ୍ରତ୍ ଅଇରୁଆ । ସେମନ୍ ସିକାଇବାଟା କାଇ ଲଡାକେ ନ ଆସେ ଆରି ସେଟା ସତ୍ ବିସଇ ନଏଁ । ସେଟା ବିନ୍ ଲକର୍ଟାନେଅନି ସୁନି ସୁନି ଆଇବାଟା ଆରି ସେଟା ଏ ଜଗତ୍ ବିତ୍ରେ ରଇବା ନିୟମ୍ । ମାତର୍ କିରିସ୍ଟର୍ ବିସଇଟାନେ ରଇବା, ସତ୍ ସିକିଆ ନଏଁ ।
ଏ ମର୍ ବାଇବଇନିମନ୍, ନିଜର୍ ନିଜର୍ ବିତ୍ରେ କୁଟ୍ କାତା କୁଆ ନାଇ । ଜଦି ବିସ୍ବାସି ବାଇମନର୍ ବିରୁଦେ କୁଟ୍ କାତା କଇ ତାକେ ଦସ୍ ଦେଇସା, ତମେ ପର୍ମେସରର୍ ନିୟମ୍ ବିରୁଦେ କାତା ଅଇଲାସ୍ନି । ଆରି ତାର୍ ନିୟମ୍କେ ବିଚାର୍ କଲାସ୍ନି । ପର୍ମେସରର୍ ନିୟମ୍ ବିଚାର୍ କଲେ, ତମେ ତାର୍ ଆଦେସ୍ ମାନାସ୍ ନାଇ । ମାତର୍ ବିଚାର୍କାରିଆ ଇସାବେ ରଇଲାସ୍ନି ।