ଜାକୁବ 1:21 - ସତିଅର୍ ବାଟ୍ ନୁଆ ନିୟମ୍ 202021 ସେଟାର୍ ପାଇ ତମର୍ ଚଲାଚଲ୍ତି ଟାନେଅନି ବାରଇବା ସବୁ ରକାମର୍ କାରାପ୍ ଅବିଆସ୍ ଚାଡିଦିଆସ୍ । ପର୍ମେସର୍କେ ନିଜର୍ ମନ୍ ସର୍ପି ଦିଆସ୍ । ତମର୍ ମନ୍ ବିତ୍ରେ ସେ ଜନ୍ ବାକିଅ ରପିଆଚେ ସେଟାକେ ଦିଆନ୍ ଦିଆ । ସେ ବାକିଅ ତମ୍କେ ରକିଆ କର୍ସି । အခန်းကိုကြည့်ပါ။ |
ଏବେ ଆମେ ସବୁ ଆରାଜିତାଟାନେ ପାଲାଇବା ଲକ୍ମନର୍ପାରା ଆଚୁ । ଆମର୍ ଚାରିବେଟ୍ତି ଗଟେକ୍ ବଡ୍ ଦଲର୍ ସାକିମନ୍ ଦେକ୍ଲାଇନି । ତେବର୍ପାଇ ଜନ୍ଟାମନ୍ ଆମ୍କେ ବାଦା ଦେଲାନି, ଆରି ଜନ୍ ପାପ୍ମନ୍ ଆମ୍କେ ପଚ୍କେ ଜିକ୍ଲାନି, ସେଟା ସବୁ ବେଟି ପିଙ୍ଗିଦେବାର୍ । ଜନ୍ ଆରାଜିତା ଅଇ ପାଲାଇବାଟା ପର୍ମେସର୍ ଆମର୍ ମୁଆଟେ ସଙ୍ଗଇଆଚେ, ତେଇ ଆମେ ମୁର୍ଚିକରି ପାଲାଇ ସାରାଇଦେଉଁ ।