ଜାକୁବ 1:22 - ସତିଅର୍ ବାଟ୍ ନୁଆ ନିୟମ୍ 202022 ବାକିଅ ଜନ୍ଟା କରା ବଲି କଇଲାନି, ସେଟା କରା । ଅବ୍କା ସୁନିକରି ରଇବା ଲକ୍ମନର୍ପାରା ଉଆ ନାଇ । ଏନ୍ତାରିକଲେ ତମେ ନିଜେ ନାଡାଇ ଅଇଲାସ୍ନି । အခန်းကိုကြည့်ပါ။ |
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।
ଏ ମର୍ ବାଇବଇନିମନ୍, ନିଜର୍ ନିଜର୍ ବିତ୍ରେ କୁଟ୍ କାତା କୁଆ ନାଇ । ଜଦି ବିସ୍ବାସି ବାଇମନର୍ ବିରୁଦେ କୁଟ୍ କାତା କଇ ତାକେ ଦସ୍ ଦେଇସା, ତମେ ପର୍ମେସରର୍ ନିୟମ୍ ବିରୁଦେ କାତା ଅଇଲାସ୍ନି । ଆରି ତାର୍ ନିୟମ୍କେ ବିଚାର୍ କଲାସ୍ନି । ପର୍ମେସରର୍ ନିୟମ୍ ବିଚାର୍ କଲେ, ତମେ ତାର୍ ଆଦେସ୍ ମାନାସ୍ ନାଇ । ମାତର୍ ବିଚାର୍କାରିଆ ଇସାବେ ରଇଲାସ୍ନି ।
ବିନ୍ ଲକ୍ମନ୍କେ ସେମନ୍ ବେସି ଦୁକ୍ କସ୍ଟ ଦେଲାଇଆଚତ୍କେ ପର୍ମେସର୍ ମିସା ସେମନ୍କେ ଦୁକ୍ କସ୍ଟ ଦେଇସି । ନିଜର୍ ଗାଗଡ୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ସେମନ୍ କାଇଟା ମିସା କର୍ବାଇ । ସେଟା ଦିନ୍ବେଲେ ମିସା କର୍ବାଇ । ମାତର୍ ସେମନ୍ ତମର୍ ସଙ୍ଗ୍ କାଇବାକେ ବସ୍ଲାବେଲେ ମିସା ସେନ୍ତାରି ଅଇତେରଇବାଇ, ଜନ୍ଟାକି ତମ୍କେ ଇଜତ୍ ଜିକି ଲାଜ୍ କରାଇସି ।