ଜାକୁବ 1:27 - ସତିଅର୍ ବାଟ୍ ନୁଆ ନିୟମ୍ 202027 ପର୍ମେସର୍ ଦେକ୍ବା ଇସାବେ ଜନ୍ ରିତିନିତି ସତ୍ ଆରି ନିକ, ସେଟା ଅଇଲାନି ଦୁକେ ରଇବା ଟୁରାଟୁରି ପିଲାମନ୍ ଆରି ରାଣ୍ଡିଜୁଣ୍ଡିମନର୍ ଜତନ୍ କର୍ବାଟା । ପଚେ ଜଗତର୍ ଜଞ୍ଜାଲେଅନି ମୁକଲ୍ବାଟା, ଜେନ୍ତାରିକି ସେ ସବୁ ତାକେ ନ ନସାଏ । အခန်းကိုကြည့်ပါ။ |
ସେ ଦୟା କଲାକେ, କାରାପ୍ ଚଲାଚଲ୍ତି କର୍ବାଟା ଚାଡିକରି, ବିସ୍ବାସ୍ ନ କର୍ବା ଲକ୍ମନ୍ କର୍ବା ଚଲାଚଲ୍ତି ନ କରି, ସେମନ୍ ଲାଲ୍ସା ଅଇବା ବିସଇ ମନ୍ ନ କର୍ବାକେ ପର୍ମେସର୍ ଆମ୍କେ ସିକାଇଲାନି । ତାର୍ ବାଦୁଲେ ଜେତ୍କି ଦିନ୍ ଆମେ ଏ ଜଗତେ ବଁଚିଆଚୁ, ସେତ୍କି ଦିନ୍ ନିଜେ ଜାଗ୍ରତ୍ ରଇ, ଦରମ୍ ଚଲାଚଲ୍ତି କରି ତାକେ ସାର୍ଦା କରାଇବାକେ ସେ ଆମ୍କେ ବପୁ ଦେଲାନି ।
ତାର୍ ମଇମା ଆରି ଦରମର୍ ଲାଗି ସେ ଆମ୍କେ ବେସି ବଡ୍ ଆରି ବେସି ମୁଲିଅ ରଇବା ଦାନ୍ ଦେଲାଆଚେ । କିରିସ୍ଟକେ ବିସ୍ବାସ୍ ନ କଲା ଲକ୍ମନ୍ ଜେନ୍ତିକି କାରାପ୍ ବିସଇ କର୍ବାକେ ମନ୍ କର୍ବାଇ, ସେନ୍ତାରି ମନ୍କର୍ବା ଟାନେଅନି ମୁକ୍ଲାଇବାକେ ସେ ଆମ୍କେ ଏନ୍ତାରି କଲାଆଚେ । ଏ ସବୁ ବିସଇ ତାକର୍ ମନ୍କେ ନସାଇସି । ମାତର୍ ତମେ ପର୍ମେସରର୍ ପାରା ଦରମ୍ ଅଇପାର୍ସା ।