ଜାକୁବ 1:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 କାଇକେବଇଲେ, ଏନ୍ତାରି ଦୁକ୍ କସ୍ଟ ଆଇଲେ ତମର୍ ବିସ୍ବାସ୍ ପରିକାକରି ଡାଁଟ୍ ଆଚେବଲି ଦେକାଇସି । ଆରି ମୁରଚ୍ବାଟା ଅଦିକ୍ ଅଦିକ୍ ଅଇସି ବଲି ତମେ ଜାନିଆଚାସ୍ । အခန်းကိုကြည့်ပါ။ |
ଏବେ ଆମେ ସବୁ ଆରାଜିତାଟାନେ ପାଲାଇବା ଲକ୍ମନର୍ପାରା ଆଚୁ । ଆମର୍ ଚାରିବେଟ୍ତି ଗଟେକ୍ ବଡ୍ ଦଲର୍ ସାକିମନ୍ ଦେକ୍ଲାଇନି । ତେବର୍ପାଇ ଜନ୍ଟାମନ୍ ଆମ୍କେ ବାଦା ଦେଲାନି, ଆରି ଜନ୍ ପାପ୍ମନ୍ ଆମ୍କେ ପଚ୍କେ ଜିକ୍ଲାନି, ସେଟା ସବୁ ବେଟି ପିଙ୍ଗିଦେବାର୍ । ଜନ୍ ଆରାଜିତା ଅଇ ପାଲାଇବାଟା ପର୍ମେସର୍ ଆମର୍ ମୁଆଟେ ସଙ୍ଗଇଆଚେ, ତେଇ ଆମେ ମୁର୍ଚିକରି ପାଲାଇ ସାରାଇଦେଉଁ ।
ତମର୍ ଜିବନେ ଆଇଲା ଦୁକ୍କସ୍ଟ ସବୁ ତମର୍ ବିସ୍ବାସ୍ ସତ୍ଆଚେ କି ନାଇ ବଲି ପରିକା କର୍ବାକେସେ । ସୁନାର୍ ବିସଇ ବାବିଦେକା, ଏ ଜଗତର୍ ସବୁ ବିସଇର୍ପାରା ସୁନା ମିସା ନସିଜାଇସି । ସୁନା ନିକଟା କି କାରାପ୍ଟା ବଲି ଜାନ୍ବାକେ ଜଇଟାନେ ସିଲାଇବାଇ । ତମର୍ ବିସ୍ବାସ୍ ସୁନାଟାନେଅନି ଅଦିକ୍ ମୁଲିଅ । ସେନ୍ତାର୍ଆଲେ ତମର୍ ବିସ୍ବାସ୍ ନିକଟା କି ନାଇ ବଲି ପରିକା କର୍ବାର୍ ଆଚେ । ତମର୍ ବିସ୍ବାସ୍ ଜଦି ନିକଟା, ଜିସୁ କିର୍ସଟ୍ ଦେକା ଅଇବା ସେ ଦିନେ ତମେ ଡାକ୍ପୁଟା ଆରି ମଇମା ପାଇସା ।