ଜାକୁବ 1:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ସେ ତା, ଦୁଇମନିଆ ଲକ୍, ସେ କର୍ବା ସବୁ କାମ୍ଟାନେ ତବିର୍ ନ ରଏ । အခန်းကိုကြည့်ပါ။ |
ସେ ତାର୍ ସବୁ ଚିଟି ଲଗେ ମିସା ଏ ସମାନ୍ ବିସଇ ଲେକ୍ଲାଆଚେ । ମାତର୍ ତେଇଅନି କେତେଟା ବିସଇ ଲକ୍ମନ୍କେ ବୁଜ୍ବାକେ କସ୍ଟ ଆଚେ । ଜନ୍ ଲକ୍ମନ୍ ନିକ ସିକତ୍ନାଇ ଆରି ତାକର୍ ବିସ୍ବାସ୍ଟାନେ ଡାଟ୍ନାଇ, ଏ ସବୁ ବିସଇର୍ ଅରତ୍ ବୁଲ୍ଇସାବେ ବାତାଇଲାଇନି । ପର୍ମେସରର୍ ବାକିଅତେଇରଇବା କେତେଟା ବିନ୍ ବିସଇମନ୍ ମିସା ଏନ୍ତାରି ବୁଲ୍କରି ବାତାଇଲାଇନି । ଏନ୍ତାରି କଲାର୍ପାଇ ପର୍ମେସର୍ ସେମନ୍କେ କୁରୁପ୍ନାସ୍ କର୍ସି ।