ଜାକୁବ 2:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ଏ ବାଇବଇନିମନ୍ ଆମର୍ ଡାକ୍ପୁଟା ମାପ୍ରୁ ଜିସୁ କିରିସ୍ଟକେ ବିସ୍ବାସ୍ କଲାର୍ଲାଗି, ଲକ୍ମନର୍ ଅଲ୍ଗା ପିନ୍ଦାଅଡା ଦେକିକରି, ନିଜର୍ ଚଲାଚଲ୍ତି ବାଦ୍ଲାଇବାଟା ଟିକ୍ ନାଇ । အခန်းကိုကြည့်ပါ။ |
ମୁଇ ପାଉଲ୍, ଏ ଚିଟି ଲେକ୍ଲିନି । ମୁଇ ପର୍ମେସର୍କେ ସେବାକରି ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇଆଚି । ଜନ୍ ଲକ୍ମନ୍କେ ତାର୍ଟାନେ ଡାଟ୍ ସଙ୍ଗ୍ ବିସ୍ବାସ୍ କର୍ବାକେ ପର୍ମେସର୍ ବାଚ୍ଲା ଆଚେ, ଆରି ସେମନ୍ ଜେନ୍ତିକି ଜିସୁକିରିସ୍ଟର୍ ନିକ ସିକିଆ ବୁଜ୍ବାଇ, ସେନ୍ତାରି ଲକ୍ମନ୍କେ ସାଇଜ କର୍ବାକେ ମୁଇ ବାଚିଅଇଆଚି । ଏ ସିକିଆ ନିକସଙ୍ଗ୍ ଜାନ୍ଲେ, ପର୍ମେସର୍କେ ସାର୍ଦା କରାଇବା ପାରା ଚଲାଚଲ୍ତି କର୍ବାକେ ସେମନ୍ ସିକ୍ବାଇ ।
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।
ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।