ଜାକୁବ 2:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ଏ ମର୍ ବାଇବଇନିମନ୍, ଜଦି ଗଟେକ୍ ଲକ୍ ମୁଇ ବିସ୍ବାସ୍ କଲିନି ବଲି କଇସି । ମାତର୍ ତାର୍ କାମ୍ କଲାଟାନେ ସେଟା ନ ଡିସେ ବଇଲେ, ତାର୍ ପାଇ କାଇ ମୁଲିଅ ନାଇ । ଏନ୍ତାରି ବିସ୍ବାସ୍ ତାକେ କାଇ ମୁକ୍ତି ଦେଇ ନାପାରେ । အခန်းကိုကြည့်ပါ။ |
ମୁଇ ତକେ ଲେକିରଇବା ଏ ସବୁ ବିସଇ ସତ୍ ବଲି ମାନିଅଇସି । ତେବର୍ପାଇ ମୁଇ ତକେ ବାବୁଜିଆକରି କଇଲିନି, ତୁଇ ସିକାଇବାବେଲେ ଏ ସବୁ ବିସଇ ନ ପାସ୍ରି ଏତାଇତେ ର । ଜେନ୍ତାରିକି ପର୍ମେସର୍କେ ଜେତ୍କି ଲକ୍ ବିସ୍ବାସ୍ କର୍ବାଇ, ସେମନ୍ ସବୁ ଦରମ୍ କାମ୍ କର୍ବାକେ ମନ୍ଦିଆନ୍ ଦେବାଇ । ଏନ୍ତାରି ସିକିଆ ଦେଲେ ସବୁ ଲକର୍ପାଇ ସେଟା ନିକ ଆରି କାମ୍କେ ଆଇସି ।