15 ଜଦି ଗଟେକ୍ ବିସ୍ବାସି ବାଇ କି ବଇନିକେ, ସେ ଦିନର୍ ପାଇ କାଇବାକେ କି ପିନ୍ଦ୍ବାକେ ନ ରଇଲେ,
କାଇକେବଇଲେ, ଗରିବ୍ ଲକ୍ମନ୍ ସବୁବେଲା ତମର୍ସଙ୍ଗ୍ ଆଚତ୍ । ତମେ ଜେଡେବେଲା ମନ୍କଲେ, ସେଡେବେଲା ସେମନ୍କେ ସାଇଜ କରିପାରାସ୍ । ମାତର୍ ମୁଇ ଆରି ବେସିଦିନ୍ ତମର୍ ସଙ୍ଗ୍ ନ ରଇ ।
ଜଅନ୍ ସେମନ୍କେ କଇଲା “ଜାର୍ଟାନେ ଦୁଇଟା ପିନ୍ଦ୍ବା ଲୁଗା ଆଚେ, ଜାକେ ନାଇ, ତାକେ ସେ ଗଟେକ୍ ଦେଅ, ଆରି ଜାର୍ଟାନେ କାଦି ଆଚେ, ସେ ମିସା ସେନ୍ତାରି ବାଟା କରି ଦେଅ ।”
ସାଉଲ୍ ଏ ସବୁ ବିସଇ ଗିରିକ୍ ବାସା କଇବା ଜିଉଦିମନର୍ ସଙ୍ଗ୍ ଦଦାପେଲା ଅଇଲା । ମାତର୍ ସେମନ୍ ସାଉଲ୍କେ ମରାଇବାକେ ଚେସ୍ଟା କଲାଇ ।
ବିନ୍ ଲକ୍ମନ୍କେ ପାକ୍ନା ମାରାଇ ମରାଇଲାଇ, । ଦୁଇପଡାକରି କାଟାଇଲାଇ, କାଣ୍ଡା ସଙ୍ଗ୍ ମାରାଇଲାଇ । କେତେକ୍ ଲକ୍ ତାକର୍ ବିସ୍ବାସ୍ ଚାଡତ୍ନାଇକେ ଅବ୍କା ଚେଲିମେଣ୍ଡା ଚାମ୍ସେ ଲୁଗାର୍ପାଇ ରଇଲା । ସେମନ୍ ବେସି ଅର୍କିତ୍ ରଇଲାଇ । ସେମନ୍କେ ସାଦ୍ବାନ୍ଦ୍ କରି ତାଡ୍ନା କଲାଇ ।
ଏ ମର୍ ଆଲାଦର୍ ମଇତର୍ମନ୍ ସୁନା, ପର୍ମେସର୍ ଏ ଜଗତର୍ ଅର୍କିତ୍ ଲକ୍ମନ୍କେ ବାଚି ଆଚେ । ସେମନ୍ ତାକେ ବିସ୍ବାସ୍ କର୍ବାଇ ଆରି ତାର୍ ରାଇଜେ କେଟ୍ବାଇ । ତାକେ ଆଲାଦ୍କର୍ବା ସବୁ ଲକ୍କେ ସେ ରାଇଜ୍ ଦେବିବଲି କାତା ଦେଏ ନାଇ କି ?
ଜଦି କାକେମିସା ବଁଚ୍ବାକେ ତାର୍ ଲଡାକେ ଲାଗ୍ବାଟା ସବୁ ବିସଇଆଚେ, ଆରି ତାର୍ ବିସ୍ବାସି ବାଇକେ ଲଡାଆଚେ ବଲି ସେ ଜାନେ, ମାତର୍ ତାର୍ପାଇ ଜିବନ୍ ଦୁକାଏ ନାଇ, ସେ ମୁଇ ପର୍ମେସର୍କେ ଆଲାଦ୍ କଲିନି ବଲି କଇନାପାରେ ।