ଜାକୁବ 2:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ପର୍ମେସର୍ ଗଟେକ୍ସେ ଆଚେବଲି ତମେ ବିସ୍ବାସ୍ କଲାସ୍ନି, ସେଟା ନିକ । ଡୁମାମନ୍ ମିସା ସେନ୍ତାରି ବିସ୍ବାସ୍ କଲାଇନି ଆରି ଡରିକରି ଗଜ୍ଗଜି ଜିବାଇ । အခန်းကိုကြည့်ပါ။ |
କାଇକେବଇଲେ ବିସ୍ବାସି ବଲି କେତେକ୍ ନାଡାଇବା ଲକ୍ କେ ନାଜାନ୍ତେ ପୁରିଆଚତ୍ । ଏ ଲକ୍ମନ୍ ପାଇବା ଡଣ୍ଡ୍ ଆଗର୍ କାଲେଅନି ସାସ୍ତରେ ଲେକାଅଇଆଚେ । ଏ ଲକ୍ମନ୍ ପର୍ମେସରର୍ ଅଦିକାର୍ ନାମତ୍ନାଇ । ଆମର୍ ପର୍ମେସର୍ ଦରମ୍ଟା ବଲି ଲକ୍ମନ୍ ଜେନ୍ତାର୍ ସେନ୍ତାର୍ ବେସିଆ କାମ୍ କଲେମିସା କାଇଟା ନଏଁ ବଲି କଇଲାଇନି । ମାପ୍ରୁ ଜିସୁକିରିସ୍ଟସେ ଆମର୍ ମାଲିକ୍ ବଲି ସେମନ୍ ନାମତ୍ନାଇ ।
ତାର୍ପଚେ ସଇତାନ୍ ଜେ କି ସେମନ୍କେ ନାଡାଇଲା, ଜଇ ଆରି ଗନ୍ଦ୍ରସ୍ ରଇବା ଗାଡେ ପିଙ୍ଗାଅଇଲା । ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଆଗେଅନି ତେଇ ପିଙ୍ଗାଅଇରଇଲାଇ । ସେମନ୍ ତେଇରଇକରି ଦିନ୍ ରାତି କାଲ୍ କାଲ୍ ଜୁଗ୍ ଜୁଗ୍ ସେ ଲକ୍ମନ୍କେ କାବା କରିରଇଲା, ତାକେ ଜଇ ଆରି ଗନ୍ଦ୍ତେ ରଇବା ଗାଡେ ନସ୍ଟ କରାଇଲା, ସେ ତେଇ ସେ ପସୁ ଆରି ମିଚ୍ସିକିଆ ଦେଉଁ ବାବବାଦିମନ୍ ମିସା ଆଚତ୍, ଆରି ସେ ଲକ୍ମନ୍ ଦିନ୍ରାତିଜାକ କସ୍ଟ ବଗ୍ବାଇ ।