2 ଜଦି ସବାଇ ଗଟେକ୍ ଲକ୍ ସୁନାର୍ ମୁନ୍ଦି ଆରି ଜକ୍ମକି ଜାଇତେରଇବା ବସ୍ତର୍ ପିନ୍ଦିକରି ତମର୍ଲଗେ ଆଇସି, ଆରି ଗଟେକ୍ ଲକ୍ ମୁର୍କି ରଇ ଚିର୍ବୁର୍ଅଇରଇବା ବସ୍ତର୍ ପିନ୍ଦିକରି ଆଇସି ।
ମାତର୍ ତାର୍ ବାବା ନିଜର୍ ଗତିଦାଙ୍ଗ୍ଡାମନ୍କେ କଇଲା, “ତମେ ବେଗି ଜାଇକରି ସବୁର୍ଟାନେଅନି ନିମାନ୍ ଚକାପଚିଆ ତାକେ ପିନ୍ଦାଇଦିଆସ୍ । ଆରି ତାର୍ ଆଙ୍ଗ୍ଟି ମୁନ୍ଦି ପିନ୍ଦାଆ । ତାର୍ ଗଡେ ପାଣ୍ଡଇ ପିନ୍ଦାଇଦିଆସ୍ ।”
ଏରଦ୍ ଆରି ତାର୍ ସନିଅମନ୍ ଜିସୁକେ କିଜାଇଲାଇ ଆରି ନିନ୍ଦା କଲାଇ । ଜିସୁକେ ରାଜାମନ୍ ପିନ୍ଦ୍ବା ନିମାନ୍ ପଚିଆ ପିନ୍ଦାଇ ପିଲାତ୍ଟାନେ ପାଟାଇ ଦେଲାଇ ।
ଆରି ତମେ ସୁନ୍ଦର୍ ବସ୍ତର୍ ପିନ୍ଦିଆସି ରଇବା ଲକ୍କେ ଅଦିକ୍ ସନ୍ମାନ୍ ଦେଇକରି କଇସା, “ଆସା ଏ ନିକ କୁର୍ଚି ଉପ୍ରେ ବସା ।” ମାତର୍ ଅର୍କିତ୍ ଲକ୍କେ କଇସା “ତେଇ ଜାଇ ଟିଆ ଅ ।” ନଇଲେ “ତଲେ ବସ୍ ।” ବଲିକରି କଇସୁ ।