ଜାକୁବ 2:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 ଏଟାର୍ ଲାଗି ଦରମ୍ ସାସ୍ତରର୍ ଏ ବାକିଅ ପୁରାପୁରୁନ୍ ଅଇଲା । ଅବ୍ରାଆମ୍ ପର୍ମେସର୍କେ ବିସ୍ବାସ୍ କଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ଦେକ୍ବା ଇସାବେ ଦରମ୍ ଲକ୍ ବଲି ଏଜାଇଅଇଲା । ଆରି ଲକ୍ମନ୍ ତାକେ ପର୍ମେସରର୍ ମଇତର୍ ବଲି ଡାକିରଇଲାଇ । အခန်းကိုကြည့်ပါ။ |