ଜାକୁବ 2:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ସେନ୍ତାର୍ ଆଲେତା ତମେ ନିଜର୍ ନିଜର୍ ବିତ୍ରେ ବଡ୍ସାନ୍ ବଲିକରି ଅଲ୍ଗା ଇସାବେ ଦେକ୍ଲାସ୍ନି । ଆରି କାରାପ୍ ଇସାବେ ମୁ ଦେକି, ବିଚାର୍ କଲାସ୍ନି । အခန်းကိုကြည့်ပါ။ |
ଏ ମର୍ ବାଇବଇନିମନ୍, ନିଜର୍ ନିଜର୍ ବିତ୍ରେ କୁଟ୍ କାତା କୁଆ ନାଇ । ଜଦି ବିସ୍ବାସି ବାଇମନର୍ ବିରୁଦେ କୁଟ୍ କାତା କଇ ତାକେ ଦସ୍ ଦେଇସା, ତମେ ପର୍ମେସରର୍ ନିୟମ୍ ବିରୁଦେ କାତା ଅଇଲାସ୍ନି । ଆରି ତାର୍ ନିୟମ୍କେ ବିଚାର୍ କଲାସ୍ନି । ପର୍ମେସରର୍ ନିୟମ୍ ବିଚାର୍ କଲେ, ତମେ ତାର୍ ଆଦେସ୍ ମାନାସ୍ ନାଇ । ମାତର୍ ବିଚାର୍କାରିଆ ଇସାବେ ରଇଲାସ୍ନି ।