ଜାକୁବ 2:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ଏ ମର୍ ଆଲାଦର୍ ମଇତର୍ମନ୍ ସୁନା, ପର୍ମେସର୍ ଏ ଜଗତର୍ ଅର୍କିତ୍ ଲକ୍ମନ୍କେ ବାଚି ଆଚେ । ସେମନ୍ ତାକେ ବିସ୍ବାସ୍ କର୍ବାଇ ଆରି ତାର୍ ରାଇଜେ କେଟ୍ବାଇ । ତାକେ ଆଲାଦ୍କର୍ବା ସବୁ ଲକ୍କେ ସେ ରାଇଜ୍ ଦେବିବଲି କାତା ଦେଏ ନାଇ କି ? အခန်းကိုကြည့်ပါ။ |
ଏବେ ସର୍ଗେ ମର୍ପାଇ ଜିତ୍ଲା ମୁକୁଟ୍ ସଙ୍ଗଇଆଚେ । ଏ ମୁକୁଟ୍ ପର୍ମେସରର୍ ମୁଆଟେ ମୁଇ ଦରମ୍ ସଙ୍ଗ୍ ଚଲାଚଲ୍ତି କଲାର୍ପାଇ ଆଚେ । ମାପ୍ରୁ ଜେ କି କାକେ ଅନିଆଇ ନ କରି ବିଚାର୍ କର୍ସି, ତାର୍ ବିଚାର୍ନା ଦିନେ ସେ ମୁକୁଟ୍ ମକେ ପୁରୁସ୍କାର୍ ଇସାବେ ଦେଇସି । ସେଟା ଅବ୍କା ମର୍ପାଇ ନାଇ, ମାତର୍ ଜେତ୍କି ଲକ୍ ସେ ବାଉଡି ଆଇବାଟା ଜାଗିଆଚତ୍, ସେମନ୍କେ ସବୁକେ ଦେଇସି ।