ଜାକୁବ 2:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ନିଜ୍କେ ଆଲାଦ୍ କଲାପାରା ବିନ୍ ଲକ୍ମନ୍କେ ଆଲାଦ୍ କରା । ସାସ୍ତରେ ଲେକା ଅଇରଇଲାପାରା ପର୍ମେସରର୍ ରାଇଜର୍ ଏ ନିୟମ୍ ଜଦି ତମେ ମାନ୍ସା, ସେନ୍ତାର୍ ଆଲେ ଟିକ୍ କଲାସ୍ନି । အခန်းကိုကြည့်ပါ။ |
ଏ ମର୍ ବାଇବଇନିମନ୍, ନିଜର୍ ନିଜର୍ ବିତ୍ରେ କୁଟ୍ କାତା କୁଆ ନାଇ । ଜଦି ବିସ୍ବାସି ବାଇମନର୍ ବିରୁଦେ କୁଟ୍ କାତା କଇ ତାକେ ଦସ୍ ଦେଇସା, ତମେ ପର୍ମେସରର୍ ନିୟମ୍ ବିରୁଦେ କାତା ଅଇଲାସ୍ନି । ଆରି ତାର୍ ନିୟମ୍କେ ବିଚାର୍ କଲାସ୍ନି । ପର୍ମେସରର୍ ନିୟମ୍ ବିଚାର୍ କଲେ, ତମେ ତାର୍ ଆଦେସ୍ ମାନାସ୍ ନାଇ । ମାତର୍ ବିଚାର୍କାରିଆ ଇସାବେ ରଇଲାସ୍ନି ।