ଜାକୁବ 3:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ଜଦି ତମର୍ ମନ୍ବିତ୍ରେ ଇଁସାତଲା, କପ୍ଦାର୍ବାଟା ଆରି ସବୁବେଲେ ନିଜର୍ ବିସଇ ଚିନ୍ତା କର୍ବାଟା ରଇସି, ସେନ୍ତାର୍ଆଲେ ସେ ବିସଇଟାନେ ବଡ୍ପନ୍ ଉଆନାଇ । ଆରି ସତ୍ ବିସଇ ବୁଲ୍ ଆଚେବଲି କୁଆ ନାଇ । အခန်းကိုကြည့်ပါ။ |
ମୁଇ ବେସି ଚିନ୍ତାଇ ଆଚି, ମୁଇ ତମର୍ ଟାନେ ଆଇଲାବେଲେ, ମନ୍ ନ କର୍ବା ଚଲାଚଲ୍ତି ତମର୍ ବିତ୍ରେ ଦେକ୍ବି ମିସା । ସେନ୍ତାରି ଅଇଲେ, ମୁଇ ତମ୍କେ ଦମ୍କାଇବାକେ ପଡ୍ସି ଆରି ସେଟା ତମେ ମନ୍ ନ କରାସ୍ । ତେଇ କେତେଟା ଜୁଜିଆଲ୍ମନ୍, ଇଁସ୍ଲିଆମନ୍, ଦାପ୍ରେ ରିସା ଅଉମନ୍, ନିଜର୍ ବିସଇ ଦେକାଇ ଅଉମନ୍, ତାର୍ ବାଇମନ୍କେ ନିନ୍ଦା କରୁମନ୍, ତିପ୍ଲିଆମନ୍, ବଡ୍ପନିଆମନ୍, ଆରି ବିସ୍ବାସିମନ୍ ଗଟେକ୍ ମନ୍ ନ ଅଇଲାଟା ଦେକ୍ବି ।
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।