ଜାକୁବ 3:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ଏନ୍ତାରି ଗିଆନ୍ ପର୍ମେସରର୍ ଟାନେଅନି ନ ଆସେ । ସେଟା ଜଗତେଅନି ଆଇସି । ପର୍ମେସରର୍ ଆତ୍ମା ନ ରଇବାଟାନେ ଅନି ଆଇସି । ଆରି ସେଟା ସଇତାନର୍ ଗିଆନେ ଅନି ଆଇସି । အခန်းကိုကြည့်ပါ။ |
ସଇତାନ୍ ଅଇଲାନି ତମର୍ ବାବା । ଆରି ତମେ ସେ କର୍ବା କାରାପ୍ କାମ୍ମନ୍ କର୍ବାକେ ମନ୍ କଲାସ୍ନି । ସେ ଆଗ୍ତୁଅନି ଲକ୍ମନ୍କେ ନସ୍ଟ କଲାନି, ଆରି ସେ ସତ୍ ବିସଇ ଗିନ୍ କଲାନି । ତାର୍ତେଇ ସତ୍ ବିସଇ ନାଇ । ଜେଡେବେଲା ସେ ମିଚ୍ କଇଲାନି, ସେବେଲା ସେ ନିଜର୍ ଗୁନ୍ ଚଲନ୍ଅନି ସେନ୍ତି କଇଲାନି । କାଇକେ ବଇଲେ ସେ ମିଚ୍ କଇବା ଲକ୍, ଆରି ମିଚ୍ କଇବା ଲକ୍ମନର୍ ବାବା ।
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।