ଜାକୁବ 3:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ମାତର୍ ପର୍ମେସର୍ ସିକାଇବା ଗିଆନ୍ ଜନ୍ଲକ୍ମନ୍କେ ଆଚେ, ତାକର୍ ଗୁନ୍ଚଲନେ ସେମନ୍ ସୁକଲ୍ ଅଇରଇବାଇ, ସାନ୍ତିସଙ୍ଗ୍ ରଇବାଇ, ସୁଆଲେ ରଇବାଇ, ଦୟା ଦେକାଇବାଇ, ଜିବନ୍ଦୁକାଇବାଇ ଆରି ତାକର୍ ସବୁ କାମ୍ ନିକ ରଇସି । ସେମନ୍ ଲକ୍ମନ୍କେ ବଡ୍ ସାନ୍ ଇସାବେ ନ ଦେକତ୍ ଆରି ଚଲାନିକାତା ନ କଅତ୍ । အခန်းကိုကြည့်ပါ။ |
ତମ୍କେ ଦୁକ୍ ଦେଇକରି ପର୍ମେସର୍ କାଇଟା କଲାଆଚେ ଦେକିଦେକା । ଜେନ୍ତିକି ଏବେ ତମେ ଟିକ୍ ଚଲାଚଲ୍ତି କର୍ବାକେ ମନ୍ କଲାସ୍ନି, ବୁଲ୍ କାମ୍ କରୁନାଇ ବଲି ବୁଜାଇବାକେ ଚେସ୍ଟା କଲାସ୍ନି, ଲାଜ୍ ପାଇବା କାମ୍ କର୍ବାକେ ବାକାନ୍ଲାସ୍ନି, ଡରିକରି ଆଚାସ୍, ଆମେ ଆରିତରେକ୍ ବେଟ୍ ଅଇବୁ ବଲି ମନ୍ କଲାସ୍ନି, ମକେ ସାର୍ଦା କରାଇବାକେ ମନ୍ କଲାସ୍ନି, ପାପ୍ କଲା ଲକ୍କେ ଦାପ୍ରେ ଡଣ୍ଡ୍ ଦେଲାସ୍, ଏଟା ସବୁ କଲାକେ ସେ କରିରଇବା ପାପେ ତମର୍ କାଇ ବୁଲ୍ ନାଇ ।