18 ଜନ୍ ଲକ୍ମନ୍ ସାନ୍ତିର୍ପାଇ କାମ୍ କର୍ବାଇ, ସାନ୍ତି ସଙ୍ଗ୍ ରଇକରି ଦରମର୍ ବିଅନ୍ ବୁନ୍ବାଇ, ସେନ୍ତାରି ଲକ୍ମନ୍ ପର୍ମେସର୍ ଦେକ୍ବା ଇସାବେ, ନିକ କାମର୍ ଦାନ୍ କାଟ୍ବାଇ ।
ସାନ୍ତିର୍ ପାଇ କାମ୍ କର୍ବା ଲକ୍ମନର୍ କେଡେକ୍ ନିକ କରମ୍, କାଇକେବଇଲେ ସେମନ୍ ପର୍ମେସରର୍ ପିଲାଟକି ବଲି ନାମାଇ ଅଇବାଇ ।
ଏବେ ମିସା ଜନ୍ ଲକ୍ ତାସ୍ କାଟ୍ଲାନି ତାକେ ବୁତି ଦିଆ ଅଇଲାନି, ସେ ନ ସାର୍ବା ଜିବନର୍ ପାଇ ତାସ୍ ଟୁଲିଆଇଲାନି । ସେଟାର୍ ପାଇ ବୁନ୍ଲା ଲକ୍ ଆରି କାଟ୍ବା ଦୁଇ ଲକ୍ଜାକ ମିସି ସାର୍ଦା କର୍ବାଇ ।
ଜେ ନିଜର୍ ଗାଗଡର୍ ଗୁନ୍ଚଲନ୍ ଇସାବେ ବୁନ୍ସି, ସେ ଗାଗ୍ଡେଅନି ବାରଇବା ମରନର୍ କେତ୍ କାଟ୍ସି । ମାତର୍ ଜେ ଆତ୍ମାର୍ ଇସାବେ ବୁନ୍ସି, ସେ ଆତ୍ମାଇଅନି ବାରଇଲା ନ ସାର୍ବା ଜିବନ୍ପାରା କେତ୍ କାଟ୍ସି ।
ଜେନ୍ତାରିକି ଗଟେକ୍ ପଲ୍ ଦେବା ଗଚ୍ ପଲ୍ ଦେଇସି, ସେନ୍ତାରିସେ ତମେ ମିସା ଜିସୁକିରିସ୍ଟର୍ ବପୁ ସଙ୍ଗ୍ ଦରମ୍ କାମର୍ ପଲ୍ ଦେଇସା । ଏଟା ପର୍ମେସର୍କେ ଡାକ୍ପୁଟା ଆରି ମଇମା କର୍ସି ।
ଜେଡେବେଲେ ଡଣ୍ଡ୍ ପାଇବୁ, ଆମେ ସାର୍ଦା ନ ଅଉଁ, ମାତର୍ ଦୁକ୍ ଅଇବୁ । ସେଟା ସତ୍, ମାତର୍ ସେ ଡଣ୍ଡ୍ ପାଇଲାତେଇଅନି କାଇକାଇଟା ସିକ୍ଲା ପଚେ, ସେଟା ନିକ ବଲି ବାବ୍ବୁ । କାଇକେବଇଲେ ସେଟା ଆମ୍କେ ସାନ୍ତିସଙ୍ଗ୍ ରଇବା ମନ୍ ଆରି ଗଟେକ୍ ଦରମ୍ ଚଲାଚଲ୍ତି କର୍ବାକେ ସାଇଜ କର୍ସି ।
କାଇକେବଇଲେ ମୁନୁସର୍ ରିସାର୍ ଲାଗି ପର୍ମେସର୍ ସୁକଲ୍ସଙ୍ଗ୍ ଜଜ୍ନା କଲାଟା ନସିଜାଇସି ।