ଜାକୁବ 3:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ଆମେ ସବୁ ତର୍କେତର୍ ବୁଲ୍ କଲୁନି । ମାତର୍ ଜେ ମିସା ତାର୍ କାତାବାର୍ତା କଇଲାବେଲେ ବୁଲ୍ ନ କରେ, ତେବେ ସେ ସିଦ୍ ଲକ୍ । ଆରି ସେ ତାର୍ ସବୁଜାକ ମିସା ଜାଗ୍ରତ୍କରି ସଙ୍ଗଇ ଆଚେ । အခန်းကိုကြည့်ပါ။ |
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।