8 ମାତର୍ ଏବେଜାକ ଜିବ୍କେ କେ ମିସା ମାନାଅତ୍ ନାଇ । ତେଇ କାରାପ୍ ବିସଇ ପୁରୁନ୍ ଅଇଆଚେ । ସେ ତାର୍ ନିଜର୍ ମନ୍ କର୍ବା ଇସାବେ ଜାଇସି । ଆରି ମରନ୍ ଡାକିଆନ୍ବା ବିସ୍ ବର୍ତି ଅଇଆଚେ ।
ସେମନର୍ କାତା କଇବାଟାନେ ଅଦିକ୍ ନାଡାଇବାଟା ଆଚେ, ଟଣ୍ଡେଅନି ଗାଡ୍ ଗାଲାପାରା ମିଚ୍ କାତା ବାରଇଲାନି । ଜିବ୍ତଲେ ନାଗ୍ ସାପର୍ ବିସ୍ ପାରା ଆଚେ ।
ସେନ୍ତାରି ଜିବ୍ ମିସା ଜଇପାରା, ଜିବ୍ ବିତ୍ରେ ମିଚ୍ଟାମନ୍ ବର୍ତିଅଇ ଆଚେ । ସେଟା ଆମର୍ ଗାଗଡ୍ ବିତ୍ରେ ବାସାଅଇ ଆଚେ । ଆମର୍ ଗୁଲାଇ ଗାଗଡ୍କେ କାରାପ୍ ଡାବିଦେଇସି । ଆମର୍ ଜିବନ୍ ଜଇଟାନେ ପଡାଇଲାପାରା ପଡାଇ ଦେଇସି । ଆରି ସେ ଜଇ ନର୍କେଅନି ଆଇସି ।
କାଇକେବଇଲେ ସବୁ ରକାମର୍ ଡଙ୍ଗରର୍ ଜଁତ୍, ଉଡିବୁଲ୍ବାଟାମନ୍, ରାଙ୍ଗିବୁଲ୍ବାଟାମନ୍ ଆରି ପାନିତେଇ ରଇବାଟାମନ୍, ପୁର୍ବେଅନି ଲକ୍ମନ୍ ସେଟାମନ୍କେ ମାନାଇକରି ଆଚତ୍ ।
ସେ ଅସୁର୍ ସାଁପ୍କେ ବାଇରେ ବେଟି ପିଙ୍ଗିଦେଲାଇ । ସେ ଅସୁର୍ସାଁପ୍ ଦିଆବଲ୍ ବଲି ଡାକ୍ବା ସାଁପ୍ ରଇଲା । ଜେ କି ଗୁଲାଇ ଜଗତ୍ ନାଡାଇରଇଲା । ତାର୍ ଦୁତ୍ମନ୍କେ ଆରି ତାକେ ମିସ୍ତେ ଦର୍ତନି ଉପ୍ରେ ପିଙ୍ଗିଦେଲାଇ ।