14 ମାତର୍ କାଲିକେ କାଇଟା ଗଟ୍ସି, ସେଟା ତମେତା ନାଜାନାସ୍ ! ତମର୍ ଜିବନ୍ ଦୁଉଁରି ସମାନ୍, ଜନ୍ଟାକି ଚନେକର୍ ପାଇ ଡିସ୍ସି ଆରି ମାୟା ଅଇଜାଇସି ।
ସେନ୍ତାରିସେ ଗଟେକ୍ ସାଉକାର୍ ବିସ୍ବାସିକେ ସେ ଅର୍କିତ୍ କଲେ, ସେ ମିସା ସାର୍ଦା ଅ । କାଇକେବଇଲେ ସାଉକାର୍ ଲକ୍ ପଦାର୍ ଗାଁସର୍ ପୁଲ୍ ପାରା ଜାଉଁଲି ଜାଇସି ।
ସାସ୍ତରେ ଲେକାଅଇଲାପାରା, ଗୁଲାଇ ମୁନୁସ୍ ଜାତି ଗାଁସ୍ ପାରା । ତାକର୍ ବାନିମୁର୍ତି ଗାଁସର୍ ପୁଲ୍ପାରା । ଗାଁସ୍ ସୁକିଜାଇସି ଆରି ପୁଲ୍ ଜଡିଜାଇସି ।
ମାତର୍ ସବୁ ବିସଇ ସାର୍ବା ବେଲା ଲଗେ କେଟ୍ଲାବେ । ତେବର୍ପାଇ ନିଜେ ଜାଗରତ୍ ରୁଆ ଏନ୍ତାରି କଲେ ତମେ ନିକସଙ୍ଗ୍ ପାର୍ତନା କରିପାରାସ୍ ।
ଏ କାରାପ୍ ଜଗତ୍ ଆରି ତେଇର୍ ସବୁ ରକାମ୍ ଚଲାଚଲ୍ତି ଦାପ୍ରେ ଉଟିଜାଇସି । ମାତର୍ ଜେ ପର୍ମେସର୍କେ ମାନ୍ସି, ସେ ନ ସାର୍ବା ଜିବନ୍ ପାଇସି ।