15 ତାର୍ ବାଦୁଲେ ତମେ ମାପ୍ରୁ ମନ୍ କଲେ ଆମେ ଜିଇକରି ଏନ୍ତାରି ନଇଲେ ସେନ୍ତାରି କରୁ ବଲି କଇବାର୍ ଆଚେ ।
ଜିବା ବେଲାଇ ସେ ସେମନ୍କେ କଇଲା, “ଜଦି ପରମେସର୍ ମନ୍ କଲେ, ତମର୍ ଲଗେ ବାଉଡି ଆଇବି ।” ତାର୍ ପଚେ ସେ ଏପିସେ ଅନି ଜାଜେ ଚଗି ଗାଲା ।
ମୁଇ ପାର୍ତନା କଲାବେଲେ ତମ୍କେ ସବୁବେଲେ ଏତାଇଲିନି । ସେ ମନ୍ କଲେ, ମକେ ତମର୍ ଲଗେ ଜିବାକେ ବେଲା ଟିକ୍ କରି ଦେଅ ବଲି ପରମେସର୍କେ ଗୁଆରି କଲିନି ।
ସେଟା ସାର୍ଲାପଚେ ପରମେସର୍ ମନ୍ କଲେ ମୁଇ ତମର୍ ଲଗେ ଆଇବି । ଆରି ତମର୍ ସଙ୍ଗ୍ ସାର୍ଦାସଙ୍ଗ୍ କେତେଦିନ୍ ରଇକରି ମର୍ ମନେ ସାନ୍ତି ପାଇବି ।
କାଇକେବଇଲେ ଜିବାବେଲେ ବାଟେ ତମର୍ ସଙ୍ଗ୍ ବେଟ୍ ଅଇକରି ଚନେକ୍ସେ ରଇବାକେ ମର୍ ମନ୍ ନାଇ । ମୁଇ ଆସା କଲିନି ମାପ୍ରୁ ମନ୍ କଲେ ମୁଇ ତମର୍ ସଙ୍ଗ୍ ଏତର୍ ବେସି ଦିନ୍ ରଇବି ।
ମାତର୍ ଜଦି ମାପ୍ରୁ ମନ୍ କଲେ ମୁଇ ଦାପ୍ରେ ତମର୍ଟାନେ ଆଇବି । ଏ ବଡ୍ପନିଆ ଲକ୍ମନ୍ କାଇ କାତା ଅଇଲାଇନି ବଲି ମୁଇ ନିଜେ ଜାନ୍ବି ଆରି ତାକର୍ ବପୁ ପରମେସରର୍ଟାନେଅନି କି ନାଇ, ସେଟା ଜାନ୍ବି ।
ଏବେ ଆମେ ଆଗ୍କେ ଜିବାକେ ପଡ୍ସି । ମାପ୍ରୁକେ ଆସାକରି ଆଗର୍ ବିସଇ ସିକୁ ।
ମାତର୍ ତମେ ସେନ୍ତାରି କରାସ୍ ନାଇ । ଆଁକ୍ରିଆମନ୍ ଆରି ବଡ୍ପନ୍ କାତା କଉଁମନ୍ । ଏନ୍ତାରି ବଡ୍ପନ୍ କାତା କଇବାଟା ବୁଲ୍ଆଚେ ।