ଜାକୁବ 4:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ତମେ ଦରମ୍ ସାସ୍ତରେ ଲେକାଅଇରଇବା ଏ ବାକିଅ ଚୁଚାଇ ବଲିକରି ବାବ୍ଲାସ୍ନି କି ? ପର୍ମେସର୍ ଜନ୍ ଆତ୍ମାକେ ଆମର୍ ବିତ୍ରେ ବାସାଅଇରଇବାକେ ଦେଲାଆଚେ, ସେ ଆମ୍କେ ପୁରାପୁରୁନ୍ ଅଦିକାର୍ କର୍ବାକେ ମନ୍ କଲାନି । အခန်းကိုကြည့်ပါ။ |
ପର୍ମେସରର୍ ମନ୍ଦିରେ ପୁତ୍ଲା ପୁଜା କର୍ବାର୍ ନ ଅଏ । ଆମେ ପର୍ମେସରର୍ ମନ୍ଦିର୍ ପାରା । କାଇକେବଇଲେ ଜିବନ୍ ରଇବା ପର୍ମେସର୍ ଆମର୍ ବିତ୍ରେ ବାସା ଅଇଆଚେ । ସେ ନିଜେ କଇଲାଆଚେ “ ଜନ୍ ଲକ୍ମନ୍ ମର୍ ଲକ୍, ମୁଇ ସେମନର୍ ସଙ୍ଗ୍ ରଇବି । ତାକର୍ ବିତ୍ରେ ଚାଲାବୁଲା କର୍ବି । ମୁଇ ସେମନର୍ ପର୍ମେସର୍ ଅଇବି । ଆରି ସେମନ୍ ମର୍ ଲକ୍ ଅଇବାଇ ।”
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।