ଜାକୁବ 4:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ମାତର୍ ପର୍ମେସର୍ ଜିବନ୍ ଦୁକାଇଲାଟା, ତାର୍ତେଇଅନି ଅଦିକ୍ ବପୁଆଚେ । ସେଟାର୍ପାଇ ସାସ୍ତର୍ କଇଲାନି, ଆଁକ୍ରିଆମନ୍କେ ପର୍ମେସର୍ ବିରଦ୍ କର୍ସି, ମାତର୍ ସୁଆଲେ ରଇବା ଲକ୍କେ ତାର୍ ଜିବନ୍ ଦୁକାଇ, ଦୟା କର୍ସି । အခန်းကိုကြည့်ပါ။ |
ଜିସୁ ତାର୍ ସିସ୍ମନ୍କେ କଇଲା, “ସେ ଦୁଇଲକ୍ ପାର୍ତନା ସାରାଇ ବାଅଡ୍ଲାକେ, ସିସ୍ତୁମାଙ୍ଗୁସେ ପର୍ମେସର୍ ଦେକ୍ବା ଇସାବେ ଦରମ୍ ରଇଲା । ପାରୁସି ନାଇ । ଜେ ବଡ୍ପନ୍ ଦେକାଇ ଅଇସି ଆରି ବଡ୍ ବଲି ବାବ୍ସି, ତାକେ ପର୍ମେସର୍ ସାନ୍ ଲକ୍ କର୍ସି । ମାତର୍ ଜେ ନିଜ୍କେ ସାନ୍ ଲକ୍ପାରା ବାବ୍ସି ତାକେ ପର୍ମେସର୍ ବଡ୍ ଲକ୍ କର୍ସି, ଏ କାତା ଏତାଇ ରୁଆ ।”