1 ଏ ସାଉକାର୍ ଲକ୍ମନ୍, ମର୍କାତା ସୁନା । ତମ୍କେ ଜନ୍ ଦୁକ୍କସ୍ଟ ଆଇଲାନି, ସେଟାର୍ ପାଇ ମାରିଚପିଅଇ କାନ୍ଦା ।
ଜେନ୍ତି କି ବେଲ୍ ଉଦିକରି ବେସି ତାତିକଲେ ଗାଁସ୍ ସୁକିଜାଇସି, ତାର୍ ପୁଲ୍ ଜଡିଜାଇସି ଆରି ତାର୍ ବାନିମୁର୍ତି ନସି ଜାଇସି । ସେନ୍ତାରିସେ, ସାଉକାର୍ ଲକ୍ମନ୍ କାମ୍ କରି କରି ମରିଜିବାଇ ।
ମାତର୍ ତମେ ଅର୍କିତ୍ ଲକ୍ମନ୍କେ ସନ୍ମାନ୍ ଦିଆସ୍ ନାଇ । ସାଉକାର୍ ଲକ୍ମନ୍ସେ ତମ୍କେ କସ୍ଟ ଦେଲାଇନି । ସେମନ୍ସେ ତମ୍କେ ବିଚାର୍ନା ଜାଗାଇ ଜିକି ନେଲାଇନି ।
ତେବେ ମର୍ କାତା ସୁନା । ତମର୍ ବିତ୍ରେ ଜନ୍ ଲକ୍ମନ୍ ଏନ୍ତାରି କାତା ଅଇତେରଇସା, ଆଜି ନଇଲେ କାଲିକେ ଆମେ ଏ ନଅରେ କି ସେ ନଅରେ ଜିବୁ, ତେଇ ବର୍ସେକ୍ ରଇବୁ ଆରି ବେବାର୍ କରି ଡାବୁ ଅରଜ୍ବୁ ।
ତମର୍ ପାପର୍ଲାଗି ମାରିଚପି ଅଇକରି କାନ୍ଦ୍ତେରୁଆ । ନ ଆଁସିକରି କାନ୍ଦ୍ତେରୁଆ, ସାର୍ଦା ନ ଅଇକରି ଦୁକେ ରୁଆ ।