ଜାକୁବ 5:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ଗଟେକ୍ ଦରମ୍ ଲକ୍ ପାର୍ତନା କଲାଟା ବେସି ବପୁ ରଇସି ଆରି ସେ ପାର୍ତନାର୍ ଉତର୍ ଦେକିଅଇସି । အခန်းကိုကြည့်ပါ။ |
ଏବଲର୍ ବିସଇ ବାବି ଦେକୁ । ତାର୍ ବିସ୍ବାସର୍ ଲାଗି ସେ ଜନ୍ଟା ପର୍ମେସର୍କେ ସର୍ପି ଦେଇରଇଲା, ତାର୍ ବାଇ କଇନ୍ ଦେଲାଟାନେଅନି ନିକରଇଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ତାକେ ଦରମ୍ ବଲି ଏଜାଇଲା । ସେ ସର୍ପିଦେଲାଟା ପର୍ମେସର୍ ମାନ୍ଲାକେ ଆମେ ଏଟା ଜାନ୍ଲୁନି । ତେବର୍ପାଇ ଏବଲ୍ ମରିଗାଲେମିସା ତାର୍ ବିସ୍ବାସର୍ ଲାଗି, ସେ ଆମ୍କେ କାଇକାଇଟା କଇଲାନି ।
ନଅର୍ ବିସଇ ବାବିଦେକା । ତାର୍ ବିସ୍ବାସର୍ ଲାଗି ପଚ୍କେ ଅଇବା ବିସଇ ପର୍ମେସର୍ ତାକେ ଜାଗ୍ରତ୍ କରାଇଲାକେ, ସେ କାତା, ସେ ଏଲାକରେ ନାଇ । ତାର୍ ଆଗ୍ତୁ ସେ ସେନ୍ତାରିଟା କାଇଟା ନ ଦେକିରଇଲେ ମିସା, ସେ ବିସ୍ବାସ୍ କଲା । ତାର୍ପଚେ ସେ ଆରି ତାର୍ କୁଟୁମ୍ ରକିଆ ପାଇବାକେ ଗଟେକ୍ ବଡ୍ ଡଙ୍ଗା ତିଆର୍ କଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ତାକେ ଦରମ୍ ଲକ୍ ବଲି ଏଜ୍ଲା, ମାତର୍ ବିନ୍ଲକ୍ମନ୍କେ ଦସି କଲା ।