2 ତମର୍ ଦନ୍ସଁପତି କୁଇଗାଲାନି ଆରି ନିକନିକ ବସ୍ତର୍ମନ୍ ଅଲ୍ମା କାଇଲାନି ।
ତମ୍କେ ଜନ୍ ଜନ୍ଟା ଆଚେ, ସେଟା ବିକିଦେଇ ଗରିବ୍ମନ୍କେ ଦାନ୍ କରା । ଜନ୍ଟା କି କେବେ ନ ସାରେ, ନିଜର୍ ନିଜର୍ପାଇ ଏନ୍ତାରି କାଣା ନ ଅଇବା ବେସ୍ନି ତିଆର୍କରା । ଜନ୍ଟାନେ ଚର୍ ନ ଆସେ କି କିଡାମନ୍ ମିସା ନ ନସାଅତ୍ । ସର୍ଗେ ଏନ୍ତାରି ନ ସାର୍ବା ଦନ୍ ସଙ୍ଗଇରୁଆ ।
ଜଦି ସବାଇ ଗଟେକ୍ ଲକ୍ ସୁନାର୍ ମୁନ୍ଦି ଆରି ଜକ୍ମକି ଜାଇତେରଇବା ବସ୍ତର୍ ପିନ୍ଦିକରି ତମର୍ଲଗେ ଆଇସି, ଆରି ଗଟେକ୍ ଲକ୍ ମୁର୍କି ରଇ ଚିର୍ବୁର୍ଅଇରଇବା ବସ୍ତର୍ ପିନ୍ଦିକରି ଆଇସି ।
ସେଟାର୍ପାଇ ପର୍ମେସର୍ ତାର୍ ଲକ୍ମନର୍ପାଇ ଜେତ୍କି ସବୁ ଆସିର୍ବାଦ୍ ସର୍ଗେ ଜତନ୍ କରି ସଙ୍ଗଇଆଚେ, ସେଟା ସବୁ ଆମର୍ ଅଇସି ବଲି ଆସାକଲୁନି । ତେଇ ସେଟା ନ ନସେ କି ଚିଲମ୍ ନ ଦାରେ କି ଉନା ମିସା ନ ଅଏ ।