20 ଏତାଇରୁଆଜେ, କେ ଜଦି, ଗଟେକ୍ ପାପିକେ ବୁଲ୍ବାଟେଅନି ବାଉଡାଇ ଆନ୍ସି, ସେ ତାକେ ମରନେଅନି ରକିଆ କର୍ସି । ଆରି ସେ ଲକର୍ ଜବର୍ ପାପ୍ ରଇଲେ ମିସା ତାକେ କେମା ଅଇସି ।
“ମୁଇ ତମ୍କେ ସତ୍ କଇଲିନି, ଜେ ମର୍ କାତା ସୁନି ମକେ ପାଟାଇଲା ପର୍ମେସର୍କେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି । ଆରି ସେ ବିଚାର୍ନା କରାଇ ନ ଅଏ । କାଇକେବଇଲେ ସେ ମରନ୍କେ ଜିତି କରି ଜିବନ୍ ପାଇଆଚେ ।
ମୁଇ ତମ୍କେ ସାଇଜ କଲାର୍ପାଇ, ମର୍ ସଙ୍ଗର୍ ଜିଉଦିମନ୍ ଇଁସା ଅଅତ୍ ବଲି ମୁଇ ମନ୍ କଲିନି । କେ ଜାନେ ସେମନର୍ ବିତ୍ରେଅନି କେତେଲକ୍ ବିସ୍ବାସ୍ କରି ପର୍ମେସରର୍ ଡଣ୍ଡେଅନି ରକିଆ ପାଇବାଇ ।
ଏ ଜଗତର୍ ଲକ୍ମନ୍ ତାକର୍ ଚାଲାକିସଙ୍ଗ୍ ପର୍ମେସର୍କେ ନ ଜାନତ୍ ବଲି, ସେ ନିଜର୍ ଗିଆନ୍ ଇସାବେ ଟିକ୍କଲା । ଆମେ ଜାନାଇବା ବିସଇ ଜନ୍ଟା କି କାଇ ମୁଲିଅ ନାଇ ବଲି ଲକ୍ମନ୍ କଇବାଇ, ସେଟା ବିସ୍ବାସ୍ କର୍ବା ଲକ୍ମନ୍କେ ମୁକ୍ତି ଦେବାକେ ପର୍ମେସର୍ ସାର୍ଦା ଅଇଲା ।
ଜେଡେବେଲେ ମୁଇ ବିସ୍ବାସେ ଦୁର୍ବଲ୍ ଲକର୍ ସଙ୍ଗ୍ ରଇବି, ତାକର୍ପାରା ଦୁର୍ବଲ୍ ଅଇବି । ଜେନ୍ତିକି ସେନ୍ତିଅଇକରି ସେମନ୍କେ କିରିସ୍ଟର୍ ବାଟେ ଆନି ପାର୍ବି । ସେଟାର୍ପାଇ ମୁଇ ବିନ୍ ବିନ୍ ଲକର୍ଟାନେ ବିନ୍ ବିନ୍ ରକାମ୍ ଅଇରଇଲି । କେନ୍ତିକରି ମିସା ମୁଇ ସେମନ୍କେ ରକିଆ କର୍ବି ।
ତୁଇ ଜାଗ୍ରତ୍ ସଙ୍ଗ୍ ଚଲାଚଲ୍ତି କର୍ । ଆରି ପର୍ମେସରର୍ ବିସଇ ଜନ୍ଟା ସିକାଇଲୁସ୍ନି, ସେ ବିସଇଟାନେ ଜାଗ୍ରତ୍ ର । ଏଟା କରିଲାଗିର । କାଇକେବଇଲେ ସେନ୍ତାରି କଲେ, ତୁଇ ନିଜ୍କେ ଆରି ତର୍ କାତା ସୁନ୍ବା ଲକ୍କେ ରକିଆ କର୍ସୁ ।
ଏବେ ମୁଇ ନିଜେ ଲେକ୍ଲିନି ମୁଇ ପାଉଲ୍ ତକେ ସୁଜ୍ବି । ତୁଇତା ମର୍ ରୁନି ଅଇ ଆଚୁସ୍, ଏଟା ମୁଇ ତକେ ଏତାଇଦେବାକେ ଲଡା ନାଇ ।
ତାର୍ପଚେ ତାର୍ କାରାପ୍ ଗୁନ୍ଚଲନେଅନି ପାପ୍ ବାରଇସି । ଆରି ପାପ୍ ଅଦିକ୍ ଅଦିକ୍ ବଡିଜାଇକରି ମରନ୍ ଆଇସି ।
ସେଟାର୍ ପାଇ ତମର୍ ଚଲାଚଲ୍ତି ଟାନେଅନି ବାରଇବା ସବୁ ରକାମର୍ କାରାପ୍ ଅବିଆସ୍ ଚାଡିଦିଆସ୍ । ପର୍ମେସର୍କେ ନିଜର୍ ମନ୍ ସର୍ପି ଦିଆସ୍ । ତମର୍ ମନ୍ ବିତ୍ରେ ସେ ଜନ୍ ବାକିଅ ରପିଆଚେ ସେଟାକେ ଦିଆନ୍ ଦିଆ । ସେ ବାକିଅ ତମ୍କେ ରକିଆ କର୍ସି ।
ବିସ୍ବାସ୍ ସଙ୍ଗ୍ ସରପ୍ଲା ପାର୍ତନା ଜରର୍ ଲକ୍କେ ନିମାନ୍ କରି ଉଟାଇସି । ଜଦିସେ ପାପ୍କରି ରଇସି ବଇଲେ ମାପ୍ରୁ ତାକେ କେମା କର୍ସି । ନିଜର୍ ନିଜର୍ ଲଗେ ପାପ୍ କଲାଟା ଜାନାଆ ଆରି ନିଜର୍ ନିଜର୍ ପାଇ ପାର୍ତନା କରା । ସେନ୍ତାର୍ କଲେ, ତମେ ନିକ ଅଇସା ।
ଏ ମର୍ ବାଇବଇନିମନ୍ ତମର୍ ବିତ୍ରେ ଜଦି କେ ସତ୍ ବାଟ୍ ଚାଡିକରି ବିନ୍ ବିନ୍ ବାଟେ ଗାଲେ, ତାକେ କେ ଆଲେ ଜାଇ ବାଉଡାଇ ଆନ୍ଲେ,
ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ତମର୍ ତମର୍ ବିତ୍ରେ ଆଲାଦ୍ କରାକରି ଅଇବାଟା । କାଇକେବଇଲେ, ସେନ୍ତାରି ଆଲାଦ୍ କଲେ, ତମର୍ ତମର୍ ପାପ୍ ବିସଇ ଚିନ୍ତା ନ କରି ମୁର୍ଚିକରି କେମା ଦିଆଦିଇ ଅଇସା ।
ମଲାତେଇଅନି ପର୍ତମେ ଜେତ୍କି ଲକ୍କେ ଉଟାଇରଇଲାଇ, ସେମନ୍ କେଡେକ୍ କରମର୍ ଲକ୍ । ପଚର୍ ମରନ୍ ତାକର୍ ଉପ୍ରେ ସାସନ୍ ନ କରେ । ସେମନ୍ ପର୍ମେସରର୍ ଆରି କିରିସ୍ଟର୍ ପୁଜାରି ଅଇବାଇ । ସେମନ୍ ତାକର୍ ସଙ୍ଗ୍ ଅଜାର୍ବରସ୍ ଜାକ ସାସନ୍ କର୍ବାଇ ।