ଜାକୁବ 5:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ଏ ଜଗତେ ତମେ ସାଇସାର୍ଦା ସଙ୍ଗ୍ ଜିଇଲାସ୍ନି । ଜାଇଟା ମନ୍ କଲେ, ସେଟା କଲାସ୍ନି । ମାତର୍ ପର୍ମେସରର୍ ଡଣ୍ଡର୍ ଦିନ୍ ଦାପ୍ରେ ଆଇଲାନି । အခန်းကိုကြည့်ပါ။ |
ବିନ୍ ଲକ୍ମନ୍କେ ସେମନ୍ ବେସି ଦୁକ୍ କସ୍ଟ ଦେଲାଇଆଚତ୍କେ ପର୍ମେସର୍ ମିସା ସେମନ୍କେ ଦୁକ୍ କସ୍ଟ ଦେଇସି । ନିଜର୍ ଗାଗଡ୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ସେମନ୍ କାଇଟା ମିସା କର୍ବାଇ । ସେଟା ଦିନ୍ବେଲେ ମିସା କର୍ବାଇ । ମାତର୍ ସେମନ୍ ତମର୍ ସଙ୍ଗ୍ କାଇବାକେ ବସ୍ଲାବେଲେ ମିସା ସେନ୍ତାରି ଅଇତେରଇବାଇ, ଜନ୍ଟାକି ତମ୍କେ ଇଜତ୍ ଜିକି ଲାଜ୍ କରାଇସି ।
ତମେ ଗଟେକ୍ତେଇ ରୁଣ୍ଡିକରି ମିସି କାଇଲାବେଲେ, ତମର୍ ସଙ୍ଗ୍ ସେମନ୍ ଲାଜ୍ ଲାଗ୍ବା କାମ୍ କଲେ ମିସା ସେମନ୍ ତମର୍ ମୁଆଟେ ଲାଜ୍ ନ ଅଇକରି ସାଆସ୍ ସଙ୍ଗ୍ କାଇଲାଇନି । ମେଣ୍ଡାମନ୍କେ ନ ଚାରାଇ ନିଜେ ଚାରାଇଅଇଲା ଗଉଡ୍ ପାରା ଅଇଲାଇନି । ପବନ୍ ଆଇଲେ ଉଡାଇନେବା ପାନି ନ ମାର୍ବା ବାଦଲ୍ପାରା ଏମନ୍ ଆଚତ୍ । ପଲ୍ ଦେବା ବେଲାଇ କାଇପଲ୍ ନ ରଇବା ଗଚ୍ ଜେନ୍ତାରି ଉପାଡିକରି ସୁକ୍ବାକେ ଚାଡ୍ଲାପାରା, ସେନ୍ତାରି ଅଇ ସେମନ୍ ଆଚତ୍ ।