ଜାକୁବ 5:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ଏ ମର୍ ବାଇବଇନିମନ୍, ନିଜର୍ ନିଜର୍ ବିତ୍ରେ ଦସ୍ ଦାରାଦାରି ଉଆ ନାଇ । ସେନ୍ତିଆଲେ ମାପ୍ରୁ ତମ୍କେ ବିଚାର୍ ନ କରେ । ଦେକା ବଡ୍ ବିଚାର୍କାରିଆ ଲଗେ ଆଚେ । အခန်းကိုကြည့်ပါ။ |
ସେଟାର୍ପାଇ ତମେ କାକେ ମିସା କାଇ ବିସଇ ନେଇ ବିଚାର୍ କରାନାଇ । କାଇକେବଇଲେ ବିଚାର୍ନା କର୍ବାକେ ବେଲା ଅଏ ନାଇତା । ମାପ୍ରୁ ବିଚାର୍ନା କର୍ବାକେ ଆଇବାଜାକ ଜାଗା । ମାପ୍ରୁ ଆଇଲେ ଆକା ସାରାସାରି ବିଚାର୍ନା ଅଇସି । ସେ ଆନ୍ଦାର୍ ବିତ୍ରେ ଲୁଚ୍ତେ ରଇଲା ସବୁ ବିସଇ ଉଜଲେ ଦେକାଇ ଦେଇସି । ଆରି ଲକ୍ମନର୍ ମନ୍ ବିତ୍ରର୍ କାତା ସବୁ ଦେକାଇ ଦେଇସି । ସେଡ୍କି ବେଲେ ସବୁଲକ୍ ପର୍ମେସରର୍ ଟାନେଅନି ଲାଡ୍ ପାଇବାଇ ।
ଏ ମର୍ ବାଇବଇନିମନ୍, ନିଜର୍ ନିଜର୍ ବିତ୍ରେ କୁଟ୍ କାତା କୁଆ ନାଇ । ଜଦି ବିସ୍ବାସି ବାଇମନର୍ ବିରୁଦେ କୁଟ୍ କାତା କଇ ତାକେ ଦସ୍ ଦେଇସା, ତମେ ପର୍ମେସରର୍ ନିୟମ୍ ବିରୁଦେ କାତା ଅଇଲାସ୍ନି । ଆରି ତାର୍ ନିୟମ୍କେ ବିଚାର୍ କଲାସ୍ନି । ପର୍ମେସରର୍ ନିୟମ୍ ବିଚାର୍ କଲେ, ତମେ ତାର୍ ଆଦେସ୍ ମାନାସ୍ ନାଇ । ମାତର୍ ବିଚାର୍କାରିଆ ଇସାବେ ରଇଲାସ୍ନି ।