ଜଅନ୍ 1:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 କାଇଟା ତିଆର୍ ନ ଅଇରଇଲା ପୁର୍ବେ ବାକିଅ ରଇଲା । ସେ ବାକିଅ ପର୍ମେସରର୍ ସଙ୍ଗ୍ ରଇଲା । ସେ ଆରି ପର୍ମେସର୍ ଗଟେକ୍ ରଇଲାଇ । အခန်းကိုကြည့်ပါ။ |
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”
ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।