10 ବାକିଅ ଏ ଦୁନିଆଇ ରଇଲା । ତାର୍ଟାନେଅନି ପର୍ମେସର୍ ଏ ଦୁନିଆ ତିଆର୍ କରିରଇଲେ ମିସା ଏ ଦୁନିଆର୍ ଲକ୍ମନ୍ ତାକେ ଚିନତ୍ ନାଇ ।
“ମର୍ ବାବା ମକେ ସବୁ ବିସଇ ଦାନ୍ କଲାଆଚେ । ବାବାକେ ଚାଡି କେ ମିସା ତାର୍ ପିଲା, ମକେ ନାଜାନତ୍ । ଆରି ତାର୍ ପିଲା, ମକେ ଚାଡି କେ ମିସା ବାବାକେ ନାଜାନତ୍ । ତାର୍ ପିଲା ମୁଇ, ଜନ୍ ଲକ୍ମନର୍ ଲଗେ ବାବାକେ ଦେକାଇବି, ସେମନ୍ସେ ବାବାକେ ଚିନି ପାରତ୍ ।
ସେ ତାର୍ ନିଜର୍ ଲକ୍ମନର୍ ଟାନେ ଆଇଲା, ମାତର୍ ତାର୍ ନିଜର୍ ଲକ୍ ଇସ୍ରାଏଲର୍ ପିଲାଜିଲା ତାକେ ନାମତ୍ନାଇ ।
କେ ମିସା କେବେ ପର୍ମେସର୍କେ ଦେକତ୍ନାଇ । ମାତର୍ ତାର୍ ଗଟେକ୍ ବଲି ପିଲା ଜେ କି ପର୍ମେସରର୍ ସମାନ୍ ଆଚେ ଆରି ତାର୍ କଲେ ଆଚେ, ସେ ଆକା ଆମ୍କେ ତାର୍ ବିସଇ ଜାନାଇ ଦେଲା ଆଚେ ।”
ପର୍ମେସର୍ ସେ ବାକିଅ ଦେଇ ସବୁ ବିସଇ ତିଆର୍ କଲାଆଚେ । ଏ ଦୁନିଆଇ ତିଆର୍ ଅଇଲା ଗଟେକ୍ ବିସଇ ମିସା ତାର୍ଟାନେଅନି ତିଆର୍ ନ ଅଇଲାଟା ନ ରଇଲା ।
ସେ ଉଜଲ୍ ଆନ୍ଦାର୍ ବିତ୍ରେ ସବୁବେଲେ ଉଜଲ୍ ଦେଇସି । ଆନ୍ଦାର୍ କେବେ ମିସା ସେ ଉଜଲ୍ ଲିବାଇ ନାପାରେ ।
ଏ ଦରମର୍ ବାବା, ଏ ଦୁନିଆ ତମ୍କେ ନାଜାନେ, ମାତର୍ ମୁଇ ତମ୍କେ ଜାନିଆଚି । ଆରି ତମେସେ ମକେ ପାଟାଇଆଚାସ୍ ବଲି ସିସ୍ମନ୍ ଜାନିଆଚତ୍ ।
ମାତର୍ ଜିସୁ ସେମନ୍କେ କଇଲା, “ମର୍ବାବା ପର୍ମେସର୍ ସବୁବେଲା କାମ୍କଲାନି, ମୁଇ ମିସା ସେନ୍ତି କାମ୍ କଲିନି ।”
ମାତର୍ ତାକର୍ ସବୁ ନିମାନ୍ କାମେଅନି ସେ ସବୁବେଲାଇ ଚିନ୍ ଦେକାଇଆଚେ; ସେ ଆକାସେଅନି ପାନି ଆରି ସମାନ୍ ବେଲାଇ କାଦି ପାଚାଇସି, ବେସି କାଦି ଜାଗାଇସି ଆରି ସାର୍ଦା ସଙ୍ଗ୍ ତମର୍ ମନ୍ ପୁରୁନ୍ ଅଇଜାଇସି ।”
ଏ ଜଗତର୍ ଲକ୍ମନ୍ ତାକର୍ ଚାଲାକିସଙ୍ଗ୍ ପର୍ମେସର୍କେ ନ ଜାନତ୍ ବଲି, ସେ ନିଜର୍ ଗିଆନ୍ ଇସାବେ ଟିକ୍କଲା । ଆମେ ଜାନାଇବା ବିସଇ ଜନ୍ଟା କି କାଇ ମୁଲିଅ ନାଇ ବଲି ଲକ୍ମନ୍ କଇବାଇ, ସେଟା ବିସ୍ବାସ୍ କର୍ବା ଲକ୍ମନ୍କେ ମୁକ୍ତି ଦେବାକେ ପର୍ମେସର୍ ସାର୍ଦା ଅଇଲା ।
ଏ ଜୁଗର୍ ଅଦିକାରିମନ୍କେ ମିସା ସେଟା ବୁଜତ୍ନାଇ । କାଇକେବଇଲେ ସେମନ୍ ସେଟା ଜାନିରଇଲେ ଡାକ୍ପୁଟା ମାପ୍ରୁକେ କୁର୍ସେ ମାରି ନ ରଇତାଇ ।
ସେମନ୍ ରଇଲେ ମିସା ଆମର୍ ଗଟେକ୍ ଆକା ବାବା ପର୍ମେସର୍, ଜନ୍ ବାବା କି ସବୁ ତିଆର୍ କଲାଆଚେ, ଆରି ଆମେ ତାର୍ ଲାଗି ବଁଚ୍ଲୁନି, ମାତର୍ ଗଟେକ୍ ବଲି ମାପ୍ରୁ ଜିସୁ କିରିସ୍ଟ, ତାର୍ ଲାଗି ସବୁ ବିସଇ ଅଇଆଚେ, ଆରି ତାର୍ ଲାଗି ଆମେ ବଁଚ୍ଲୁନି ।
କାଇକେବଇଲେ ପର୍ମେସର୍ ତାର୍ଟାନେଅନି ସବୁ ବିସଇ ତିଆର୍କଲା ଆଚେ । ଜଗତେ ରଇବାଟା ସବୁଜାକ, ସର୍ଗେ ରଇବାଟା ସବୁଜାକ, ଡିସ୍ବାଟା ଆରି ନ ଡିସ୍ବାଟା, ବପୁରଇ ସାସନ୍ କର୍ବା ଦୁତ୍ମନ୍ ଆରି ଆତ୍ମା ରଇବାଟାମନ୍ । କିରିସ୍ଟର୍ତେଇଅନି ସବୁ ବିସଇ ତିଆର୍ କରିରଇଲା ଆରି ତାର୍ଲାଗିସେ ସବୁ ବଁଚିଆଚତ୍ ।
ଆମର୍ ବିସ୍ବାସର୍ଲାଗି, ଏ ଜଗତ୍ ଆରି ତେଇ ରଇବା ସବୁଜାକ ପର୍ମେସରର୍ ଆଦେସ୍ ଇସାବେ ତିଆର୍ ଅଇଲାଆଚେ ବଲି ଆମେ ଜାନ୍ଲୁନି । ତେବେ ଜନ୍ଟା ଦେକି ଅଇଲାନି, ସେଟା ଦେକି ନ ରଇଲା ଟାନେଅନି ତିଆର୍ ଅଇଆଚେ ।
ଅଲପ୍ ବାବିଦେକାପନି, ବାବା ପର୍ମେସର୍ ଆମ୍କେ କେଡେକ୍ ଆଲାଦ୍ କଲାନି । ତାର୍ ଏତେକ୍ ଆଲାଦର୍ ଲାଗି ଆମେ ତାର୍ ପିଲାଜିଲା ବଲାଇ ଅଇଲୁନି । ଆରି ସତଇସେ ଆମେ ତାର୍ ଅଇଆଚୁ ବଲି ଏ ଜଗତର୍ ଲକ୍ ବୁଜତ୍ନାଇ । କାଇକେବଇଲେ ଆମର୍ ବାବା ପର୍ମେସର୍କେ ସେମନ୍ ନାଜାନତ୍ ।