ଜଅନ୍ 1:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ମାତର୍ ଜେ ଜେ ତାକେ ନାମ୍ଲାଇ, ଆରି ତାକେ ବିସ୍ବାସ୍ କଲାଇ, ସେ ଲକ୍ମନ୍କେ ପର୍ମେସରର୍ ପିଲାଜିଲା ଅଇଜିବାକେ ସେ ଅଦିକାର୍ ଦେଲା । အခန်းကိုကြည့်ပါ။ |
ତାର୍ ମଇମା ଆରି ଦରମର୍ ଲାଗି ସେ ଆମ୍କେ ବେସି ବଡ୍ ଆରି ବେସି ମୁଲିଅ ରଇବା ଦାନ୍ ଦେଲାଆଚେ । କିରିସ୍ଟକେ ବିସ୍ବାସ୍ ନ କଲା ଲକ୍ମନ୍ ଜେନ୍ତିକି କାରାପ୍ ବିସଇ କର୍ବାକେ ମନ୍ କର୍ବାଇ, ସେନ୍ତାରି ମନ୍କର୍ବା ଟାନେଅନି ମୁକ୍ଲାଇବାକେ ସେ ଆମ୍କେ ଏନ୍ତାରି କଲାଆଚେ । ଏ ସବୁ ବିସଇ ତାକର୍ ମନ୍କେ ନସାଇସି । ମାତର୍ ତମେ ପର୍ମେସରର୍ ପାରା ଦରମ୍ ଅଇପାର୍ସା ।