ଜଅନ୍ 1:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ଆରି ସେ ବାକିଅ ନର୍ ଲକ୍ ଅଇକରି ଆମର୍ ସଙ୍ଗ୍ ଜିଇଲା । ତାର୍ ସତ୍ ଆରି ଜିବନ୍ ଦୁକାଇବାଟା ପୁରାପୁରୁନ୍ ରଇଲା । ତାର୍ ବାବାର୍ ଗଟେକ୍ସେ ପିଲା ବଲି ସେ ମଇମା ପାଇରଇଲା । ତାର୍ ମଇମା ଆମେ ଦେକିଆଚୁ । အခန်းကိုကြည့်ပါ။ |
ମାତର୍ ସେ ଏନ୍ତାରି କଇଲା, “ତମ୍କେ ଜେତ୍କି ସବୁ ଲଡା ଆଚେ, ମର୍ ଜିବନ୍ ଦୁକାଇଲାଟା, ସେଟା ପୁରାପୁରୁନ୍ କର୍ବାକେ ଅଇସି । କାଇକେବଇଲେ ଜେଡେବେଲେ ତୁଇ ଦୁର୍ବଲ୍ ରଇସୁ, ସେବେଲେ ମର୍ ବପୁ ନିକକରି ଡିସ୍ସି ।” ତେବେ ମର୍ ଦୁର୍ବଲ୍ ବିସଇନେଇ ବଡ୍ପନ୍ ଅଇକରି କଇବାକେ ମକେ ବେସି ସାର୍ଦା ଲାଗ୍ସି । କାଇକେବଇଲେ ମୁଇ ଦୁର୍ବଲ୍ ରଇଲାବେଲେ କିରିସ୍ଟର୍ ବପୁ ମକେ ସାଇଜ କର୍ବାଟା ଜାନ୍ଲିନି ।
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।