ଜଅନ୍ 1:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 “ତାର୍ ମନ୍ ବିତ୍ରେ ରଇଲା ପୁରାପୁରୁନ୍ ଜିବନ୍ ଦୁକାଇବା ତେଇଅନି ଆମେ ସବୁ ଆସିର୍ବାଦ୍ ପାଇଆଚୁ । ଉଁ, ଆସିର୍ବାଦର୍ ପଚେ ଆସିର୍ବାଦ୍ ପାଇଆଚୁ । အခန်းကိုကြည့်ပါ။ |
ଏଲେମିସା ଗଟେକ୍ ମୁନୁସର୍ ପାପର୍ ପାଇ ସବୁ ଲକ୍କେ ମରନର୍ ଡଣ୍ଡ୍ ଆଇଲା । ମାତର୍ ସେ ଗଟେକ୍ ମୁନୁସ୍ ଜନ୍ଟାକି କିରିସ୍ଟ, ଜାଇଟା କଲାଆଚେ ସେଟା କେଡେକ୍ ବଡ୍ ବିସଇ ! ଜେତେକ୍ ଲକ୍ ପରମେସର୍ ବଡ୍ ଜିବନ୍ଦୁକାଇଲାଟା ଜବର୍ ଅଇତେ ଇନାମେ ମିଲାଇଆଚତ୍, ସେମନ୍ ଜିସୁକିରିସ୍ଟର୍ ବାଟେଅନି ସବୁ ଲକ୍ ତାର୍ଟାନେ ଦରମ୍ ବଲାଇ ଅଇବାଇ । ସେମନ୍ କିରିସ୍ଟର୍ ସଙ୍ଗ୍ ଜିତି କରି ଜିଉନା କାଉନା କରି ସାସନ୍ କର୍ବାଇ ।