25 “ତମେ ଜଦି କିରିସ୍ଟ ନୁଆସ୍, ଏଲିୟ ନୁଆସ୍, ଆରି ବବିସତ୍ବକ୍ତା ନୁଆସ୍, କାଇକେ ଲକ୍ମନ୍କେ ଡୁବନ୍ ଦେଲାସ୍ନି ?”
ଲକ୍ମନ୍ ପାଚାର୍ଲାଇ, “ସେ କେ ?” ବିନ୍ ଲକ୍ମନ୍ କଇଲାଇ, “ସେ ଅଇଲାନି ଗାଲିଲି ରାଇଜେ ରଇବା ନାଜରିତ୍ ଗଡର୍ ବବିସତ୍ବକ୍ତା ଜିସୁ ।”
ଜିସୁ ମନ୍ଦିରେ ବାଉଡି ଆସି ତେଇ ସିକିଆ ଦେଇତେ ରଇଲା ବେଲେ ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ତାକେ ପାଚାର୍ଲାଇ, “କାଇ ଅଦିକାରେ ତୁଇ ଏ ସବୁ କାମ୍ କଲୁସ୍ନି ? ତକେ ଏ ଅଦିକାର୍ କେ ଦେଲା ?”
ଆରି ନିଜର୍ ନିଜର୍ ପାପ୍ କଲାଟା ମାନିଅଇକରି ଜଅନର୍ ଟାନେ ଜାଇ ଜର୍ଦନ୍ ଗାଡେ ଡୁବନ୍ ନେଇତେ ରଇଲାଇ ।
ତାର୍ ପଚେ ପାରୁସିମନ୍ ପାଟାଇ ରଇଲା କବର୍ ନେଉମନ୍ ଜଅନ୍କେ ପାଚାର୍ଲାଇ ।
“ଏ ଜିସୁର୍ ନାଉଁ ଦାରି କାଇମିସା ସିକିଆ ନ ଦେବାକେ ତମ୍କେ ଡାଟ୍ ସଙ୍ଗ୍ ଆଦେସ୍ ଦେଇରଇଲୁ, ମାତର୍ ଦେକା, ତମେ କାଇଟା କରିଆଚାସ୍ ! ତମେ ଦେଇରଇବା ଏ ସିକିଆ ଜିରୁସାଲମେ ରଇଲା ଲକ୍ମନର୍ଟାନେ କେଟ୍ଲା ଆଚେ । ଆରି ତାର୍ ମରନ୍ ପାଇ ଆମ୍କେ ଦାଇ କର୍ବାକେ ଚେସ୍ଟା କଲାସ୍ନି !”