ଜଅନ୍ 1:29 - ସତିଅର୍ ବାଟ୍ ନୁଆ ନିୟମ୍ 202029 ତାର୍ ଆର୍କର୍ ଦିନେ ଜିସୁ ତାର୍ ଲଗେ ଆଇବାଟା ଦେକିକରି ଜଅନ୍ କଇଲା, “ଏଦେ ଦେକା ! ପର୍ମେସରର୍ ମେଣ୍ଡାପିଲା ଜେ କି, ଏ ଦୁନିଆର୍ ସବୁ ଲକ୍ମନର୍ ପାପର୍ ଡଣ୍ଡ୍ ବଇକରି ନେଇସି । အခန်းကိုကြည့်ပါ။ |
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।
ତାର୍ପଚେ ବସ୍ବା ଜାଗାର୍ ମଜାଇ ଗଟେକ୍ ମେଣ୍ଡାପିଲା ଟିଆଅଇରଇବାଟା ଦେକ୍ଲି । ତାର୍ ଚାରିବେଟ୍ତି ଚାରିଟା ଜିବନ୍ ରଇବା ପସୁ ଆରି ପାର୍ଚିନ୍ମନ୍ ରଇଲାଇ । ମେଣ୍ଡାପିଲା ମରାଇରଇଲାଟା ପାରା ଡିସ୍ତେରଇଲା । ତାକେ ସାତ୍ଟା ସିଙ୍ଗ୍ ଆରି ସାତ୍ଟା ଆଁକି ରଇଲା । ସେଟା ପର୍ମେସରର୍ ସାତ୍ଟା ଆତ୍ମା ରଇଲା । ପର୍ମେସର୍ ସେ ସାତ୍ଟା ଆତ୍ମାକେ ଗୁଲାଇ ଜଗତେ ପାଟାଇରଇଲା ।