32 ତାର୍ ପଚେ ଜଅନ୍ ଆରି ଏ ସାକି ଦେଇ କଇଲା, “ସୁକଲ୍ ଆତ୍ମା ପରୁଆପାରା ଅଇକରି ସର୍ଗେଅନି ଉତ୍ରି ଆସି ତାର୍ ଉପ୍ରେ ବସ୍ବାଟା ମୁଇ ଦେକିଆଚି ।
ଜିସୁ ଡୁବନ୍ ନେବାକେ ପାନି ବିତ୍ରେ ବୁଡି ବାରଇଲା ଦାପ୍ରେ ଏଦେ ଦେକା ! ସରଗ୍ ଉଗାଡି ଅଇ ରଇଲାଟା ଦେକ୍ଲା । ଆରି ପର୍ମେସରର୍ ଆତ୍ମା ପରୁଆ ପାରା ଅଇ ଜିସୁର୍ ଉପ୍ରେ ଉତର୍ଲା ।
ସେ ପାନିତେଇ ଅନି ବାରଇ ଆଇବାବେଲେ, ସରଗ୍ ଉଗାଡି ଅଇ ପର୍ମେସରର୍ ଆତ୍ମା ପରୁଆ ପାରା ଅଇ ଜିସୁର୍ ଉପ୍ରେ ଉତ୍ରି ଆଇବାଟା ସେ ଦେକ୍ଲା ।
ଆରି ସୁକଲ୍ ଆତ୍ମା ପରୁଆର୍ ଗାଗଡ୍ ଦାରି ଉତ୍ରି ଆସି, ଜିସୁର୍ ଉପ୍ରେ ବସ୍ଲା । ସର୍ଗେଅନି ଗଟେକ୍ ଏନ୍ତାରି ସବଦ୍ ଆଇଲା, “ତୁଇସେ ମର୍ ଆଲାଦର୍ ପିଲା, ତର୍ଟାନେ ମୁଇ ବେସି ସାର୍ଦା ଅଇଲିନି ।”
ମୁଇ ନିଜେ ମିସା ସେ କେ ଅଇରଇସି ବଲି ନାଜାନିରଇଲି । ମାତର୍ ଇସ୍ରାଏଲର୍ ଲକ୍ମନ୍ ତାର୍ ବିସଇ ଜାନତ୍ ବଲି ମୁଇ ପାନିତେଇ ଡୁବନ୍ ଦେବାକେ ଆସିଆଚି ।”
ସେ ଲକ୍ମନ୍କେ ଉଜଲ୍ ବିସଇ କଇବାର୍ ଆସିରଇଲା । ଜେନ୍ତାରିକି ଗୁଲାଇ ଜଗତର୍ ଲକ୍ମନ୍ ତାର୍ତେଇଅନି ସେ ଉଜଲର୍ ବିସଇ ସୁନ୍ବାଇ ଆରି ବିସ୍ବାସ୍ କର୍ବାଇ ।
ମାତର୍ ମର୍ ପାଇ ଆରି ଗଟେକ୍ ଲକ୍ ସାକିଦେଲାନି, ଆରି ସେଟା ମୁଇ ଜାନି । ସେ ମର୍ ବିସଇ କାଇଟା ସବୁ କଇଲାନି ସେଟା ସବୁ ସତ୍ସେ ।