36 ଆରି ଜିସୁ ସେ ବାଟେ ଜିବାଟା ଜଅନ୍ ଦେକିକରି କଇଲା, “ଏଦେ ଦେକା ! ପର୍ମେସରର୍ ମେଣ୍ଡାପିଲା ଗାଲାନି ।”
ତାର୍ ଆର୍କର୍ ଦିନେ ଜିସୁ ତାର୍ ଲଗେ ଆଇବାଟା ଦେକିକରି ଜଅନ୍ କଇଲା, “ଏଦେ ଦେକା ! ପର୍ମେସରର୍ ମେଣ୍ଡାପିଲା ଜେ କି, ଏ ଦୁନିଆର୍ ସବୁ ଲକ୍ମନର୍ ପାପର୍ ଡଣ୍ଡ୍ ବଇକରି ନେଇସି ।
ଜଅନର୍ ଦୁଇଟା ସିସ୍ମନ୍ ତାର୍ କାତା ସୁନି, ଜିସୁର୍ ପଚେ ପଚେ ଗାଲାଇ ।
ଆମର୍ ଆଁକି ଜିସୁର୍ଟାନେ ସଙ୍ଗଉ । ତାକେ ଆମେ ଆରାମେ ଅନି ସାରାସାରି ଜାକ ବିସ୍ବାସ୍ କରିଆଚୁ । ଜନ୍ ସାର୍ଦା ତାର୍ ମୁଆଟେ ସଙ୍ଗଇରଇଲା, ସେ ସାର୍ଦାର୍ଲାଗି ରଇବା ଦୁକ୍କସ୍ଟ ମୁର୍ଚି କରି ରଇଲା । ଆରି ତେଇ ମର୍ବା ଲାଜର୍ ବିସଇ ମନେ ଦାରେନାଇ । ପର୍ମେସର୍ ଆଜି ଜନ୍ ଜାଗାଇ ବସ୍ଲାଆଚେ, ତାର୍ ଉଜାବାଟେ ସେ ମିସା ବସ୍ଲାଆଚେ ।