37 ଜଅନର୍ ଦୁଇଟା ସିସ୍ମନ୍ ତାର୍ କାତା ସୁନି, ଜିସୁର୍ ପଚେ ପଚେ ଗାଲାଇ ।
ଆରି ଜିସୁ ସେ ବାଟେ ଜିବାଟା ଜଅନ୍ ଦେକିକରି କଇଲା, “ଏଦେ ଦେକା ! ପର୍ମେସରର୍ ମେଣ୍ଡାପିଲା ଗାଲାନି ।”
ଜିସୁ ପାସ୍ଲିକରି ଦେକ୍ବା ବେଲେ ସେ ଦୁଇଟା ସିସ୍ମନ୍ ତାର୍ ପଚେ ପଚେ ଜିବାଟା ଦେକି ସେମନ୍କେ ପାଚାର୍ଲା ତମେ କାଇଟା କଜ୍ଲାସ୍ନି ? ସେମନ୍ ଜିସୁକେ କଇଲାଇ, “ରାବି ତମେ କନ୍ ଜାଗାଇ ରଇଲାସ୍ନି ?” ରାବିର୍ ଅରତ୍ ଅଇଲାନି ସିକାଇ ଦେବା ଗୁରୁ ।
ତାର୍ ଆରକର୍ ଦିନେ ଜିସୁ ଗାଲିଲି ଦେସେ ଜିବାକେ ମନ୍ କଲା । ଆରି ସେ ଜିବା ବେଲେ ପିଲିପ୍କେ ବେଟ୍ପାଇ ତାକେ କଇଲା, “ମର୍ ସଙ୍ଗ୍ ଆଉ ।”
ତେବର୍ପାଇ ସୁବ୍କବର୍ ସୁନ୍ବାଟାନେଅନି ବିସ୍ବାସ୍ ଅଇସି । ଆରି କିରିସ୍ଟକେ ଜାନାଇବାଟା ସେ ସୁବ୍କବର୍ ।
ଜନ୍ କାତା ବିନ୍ଲକ୍ମନ୍କେ ଲଡାକେ ନ ଆସେ, ସେନ୍ତାରି କାତା ତମର୍ ଟଣ୍ଡେ ଅନି ନ ବାରଅ । ତାର୍ବାଦୁଲେ ସେମନ୍କେ ସାର୍ଦା କରାଇ ବପୁ ଆଇବା କାତା କୁଆ । ଜେନ୍ତାରିକି ସୁନ୍ବା ଲକ୍ମନ୍ ତାକର୍ ଲଡାକେ ଆଇବା ବେଲାଇ ସେଟା ସୁନିକରି ସାର୍ଦା ଅଇବାଇ ।
ଆତ୍ମା ଆରି କନିଆ ଦାଙ୍ଗ୍ଡି କଇଲାନି ଆଉ, । ଜେତ୍କି ଲକ୍ ଏଟା ସୁନ୍ଲାଇନି, ସେମନ୍ ମିସା ଆଉ, ବଲି କଇବାର୍ଆଚେ । ଆସା ଜେତ୍କି ଲକ୍କେ ସସ୍ କଲାନି, ଜିବନର୍ ପାନି ଇନାମେ ନିଆ ।