ଜଅନ୍ 1:42 - ସତିଅର୍ ବାଟ୍ ନୁଆ ନିୟମ୍ 202042 ତାର୍ ପଚେ ଆନ୍ଦ୍ରିୟ ସିମନ୍ପିତର୍କେ ଜିସୁର୍ ଲଗେ ଡାକି ଆନ୍ଲା । ଜିସୁ ତାକେ ଦେକି କଇଲା, “ତମେ ସିମନ୍, ଜଅନର୍ ପିଲା ଏବେଅନି ତକେ କେପା ବଲି ଡାକ୍ବାଇ ।” କେପାର୍ ଅରତ୍ ଅଇଲାନି ପିତର୍ ଆରି ପିତରର୍ ଅରତ୍ ଅଇଲାନି ରାଙ୍ଗ୍ନି ପାକ୍ନା । အခန်းကိုကြည့်ပါ။ |
ନେତା ଇସାବେ ଏଜାଇଅଇରଇବା ଜାକୁବ୍, ପିତର୍ ଆରି ଜଅନ୍, ଉଁ ବଲି ମାନି ଅଇରଇଲାଇ ଜେ, ପରମେସର୍ ମକେ ଏ ମୁକିଅ କାମର୍ ଦାଇତ୍ ଦେଲାଆଚେ । ସେଟାର୍ ପାଇ ସେମନ୍ ମକେ ଆରି ବର୍ନବାକେ, ଆମେ ମିସିକରି କାମ୍ କରୁବଲି ଗଟେକ୍ ଚିନ୍ ଇସାବେ ଆତ୍ ମିଲାଇଲାଇ । ବର୍ନବା ଆରି ମୁଇ ଜିଉଦି ନଇଲା ଲକ୍ମନର୍ ବିତ୍ରେ ଆରି ସେମନ୍ ଜିଉଦିମନର୍ ବିତ୍ରେ କାମ୍ କର୍ବୁ ବଲି ରାଜି ଅଇରଇଲୁ ।