ଜଅନ୍ 10:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ଜିସୁ କଇଲା, “ମୁଇ ତମ୍କେ ସତ୍ କଇଲିନି, ଜେ ଦୁଆର୍ ବାଟେ ନ ଜାଇ ବିନ୍ବାଟେ ଜାଇ ମେଣ୍ଡାସାଲେ କେଟ୍ସି, ସେ ଚର୍ ଆରି କାଙ୍ଗାର୍ । အခန်းကိုကြည့်ပါ။ |
ପୁର୍ବେ ପର୍ମେସରର୍ ଲକ୍ମନର୍ ବିତ୍ରେ ମିଚ୍ କାତା କଇବା ବବିସତ୍ବକ୍ତାମନ୍ ମିସା ରଇଲାଇ । ସେନ୍ତାରିସେ ତମର୍ ବିତ୍ରେ ମିସା ମିଚ୍ ସିକାଉମନ୍ ରଇବାଇ । ପର୍ମେସରର୍ ବିସଇ ସେମନ୍ ମିଚ୍ଟା ସିକାଇବାଇ । ଜନ୍ ଲକ୍ମନ୍ ସେ କାତା ବିସ୍ବାସ୍ କର୍ବାଇ, ସେମନ୍ ବିନାସ୍ ଅଇଜିବାଇ । ସେମନ୍କେ ମୁକ୍ଲାଇଲା ନିଜର୍ ମୁକ୍ତିକାରିଆକେ ସେମନ୍ ଚାଡିଦେବାଇ । ସେନ୍ତାରି କଲାର୍ ପାଇ ପର୍ମେସର୍ ସେମନ୍କେ ଦାପ୍ରେ କୁରୁପ୍ନାସ୍ କର୍ସି ।
ଏ ଆଲାଦର୍ ବାଇବଇନିମନ୍, ଜଦି କେ ମିସା ପର୍ମେସରର୍ ଆତ୍ମା ମର୍ଟାନେ ଆଚେ, ବଲି କଇବା ଲକ୍ମନର୍ କାତା ବିସ୍ବାସ୍ କର୍ବାର୍ ନାଇ । ମାତର୍ ସେନ୍ତାରି ଲକର୍ଟାନେ ସତଇସେ ପର୍ମେସରର୍ ଆତ୍ମା ଆଚେ କି ନାଇ ଜାନ୍ବାକେ ମନ୍ଦିଆନ୍ ଦେଇ ସେ କଇବା କାତା ପରିକା କର୍ବାର୍ ଆଚେ । କାଇକେବଇଲେ ମିଚ୍ କାତା ସିକାଉମନ୍ ବେସି ଲକ୍ ବାରଇଆଚତ୍ । ପର୍ମେସରର୍ ଟାନେଅନି ମିଲାଇଲା କବର୍ ବଲି ସବୁବାଟେ ଗାଲାଇ ଆଚତ୍ ।